ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ
ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୧୫୭
ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ।
ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ନାମ ମହାତ୍ମା ଅବା ଭଗବାନଙ୍କ ନାମ ସଂକୀର୍ତ୍ତନର ଉପାଦେୟତା ବିଷୟରେ ଅନେକ ମତ ଦେଖିବାକୁ ମିଳେ। ସେଥିମଧ୍ୟରୁ କବି ଜଗନ୍ନାଥ ଦାସଙ୍କ ଓଡ଼ିଆ ଭାଗବତ…