Latest Odisha News

BREAKING NEWS

ରାଜଧାନୀରେ ଲୋମଟାଙ୍କୁରା ଘଟଣା, ଛୁଆକୁ ହତ୍ୟା କରି ଝୁଲିପଡିଲେ ବାପ ଓ ମା

ଭୁବନେଶ୍ୱର: ରାଜଧାନୀରେ ଚାଞ୍ଚଲ୍ୟ । ବନ୍ଦ ଘରୁ ମିଳିଲା ୩ ମୃତଦେହ । ୧୫ମାସର ଶିଶୁ କନ୍ୟାକୁ ହତ୍ୟା ପରେ ଝୁଲି ପଡିଲେ ବାପା ଓ ମା। ଲକ୍ଷ୍ମୀସାଗର ଥାନା ଚିନ୍ତାମଣିଶ୍ୱର ପ୍ଲଟ ନମ୍ପର ୧୫୦୮ରେ ଦେଖିବାକୁ ମିଳିଛି ଏପରି ଘଟଣା। ବୁଧବାର ରାତି ପ୍ରାୟ ୯ଟା ୩୦ସମୟର ତିନି ମୃତ ଦେହକୁ ଜବତ ପରେ…

ରାଜ୍ୟରେ କରୋନା ସଂକ୍ରମଣ ବଢ଼ିବାର ଆଶଙ୍କା ରହିଛି : ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର: ସାରା ଦେଶରେ ଏବେ କରୋନା ସଂକ୍ରମଣ ବଢୁଛି । ଖାସ କରି ରାଜଧାନୀ ଦିଲ୍ଲୀରେ ସଂକ୍ରମଣ ବଢୁଛି । ଏହାକୁ ନଜରରେ ରଖି ଆସନ୍ତା ୩ ରୁ ୪ ସପ୍ତାହ ପରେ ରାଜ୍ୟରେ ସଂକ୍ରମଣ ବଢିବାର ଆଶଙ୍କା ରହିଛି । ରାଜ୍ୟରେ ଏବେ ପିଜିଟିଭିଟି ୨୦ ତଳେ ରହିଛି । ହସ୍ପିଟାଲାଇଜେସନ ନାହିଁ ବୋଲି…

ବେଲଜିୟମ ଚକୋଲେଟ ନେଇ ଚେତାଇଲା ହୁ

ଜେନେଭା: ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (ହୁ) ବେଲଜିୟମର ଏକ ନିର୍ଦ୍ଦିଷ୍ଟ ପ୍ରକାର ଚକୋଲେଟ ଉପରେ ସତର୍କତା ସୂଚନା ଜାରୀ କରିଛି । ଏହି ଚକୋଲେଟ ସ୍ୱାସ୍ଥ୍ୟ ପାଇଁ କ୍ଷତିକାରକ ବୋଲି ହୁ କହିଛନ୍ତି । ଏହି ଚକୋଲେଟରେ ସଲମୋନେଲା ନାମକ ଏକ ବିଷାକ୍ତ ପଦାର୍ଥ ରହୁଛି ଯାହା କି ଅତ୍ୟନ୍ତ ବିପଜ୍ଜନକ ।…

ୟୁକ୍ରେନ ଉପରେ ରୁଷ ଆକ୍ରମଣର ଆଉ ଏକ କାରଣ କଣ ଧଳା ସୁନା !

କୀଭ: ୟୁକ୍ରେନ ଉପରେ ରୁଷ ଆକ୍ରମଣର ୨ ମାସ ପୂର୍ଣ୍ଣ ହେବାକୁ ଯାଉଛି । ନାଟୋ ସହିତ ୟୁକ୍ରେନ ସମ୍ପର୍କକୁ ଏହାର ମୁଖ୍ୟ କାରଣ କୁହା ଯାଉଥିଲେ ମଧ୍ୟ ୟୁକ୍ରେନରେ ଥିବା ଧଳା ସୁନା ଏହାର ଆଉ ଏକ କାରଣ ଭାବେ ବିବେଚନା କରାଯାଉଛି । ଧଳା ସୁନା ବା ଲିଥିୟମ ଡୋନାବସର ପୂର୍ବାଂଚଳରେ ମାଟି ତଳେ ବହୁ…

ପ୍ରବଳ ଖରା: ଏପ୍ରିଲ ୩୦ ପରେ ସ୍କୁଲ ଖୋଲିବ କି ନାହିଁ ଜବାବ ରଖିଲେ ମନ୍ତ୍ରୀ

ଭୁବନେଶ୍ୱର: ସାରା ଓଡ଼ିଶାରେ ଏବେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଫଳରେ ରାଜ୍ୟ ସରକାର ସତର୍କତାମୂଳକ ପଦକ୍ଷେପ ସ୍ୱରୂପ ସ୍କୁଲ, କଲେଜ ଓ ଅନ୍ୟାନ୍ୟ ଶିକ୍ଷାନୁଷ୍ଠାନ ବନ୍ଦ ରଖିବାକୁ ବାଧ୍ୟ ହୋଇଛନ୍ତି। ନିଷ୍ପତ୍ତି ଅନୁୟାୟୀ, ୨୦୨୨ ଏପ୍ରିଲ ୩୦ ଯାଏ ସାମୟିକ ଭାବେ ସ୍କୁଲ ବନ୍ଦ କରିବାକୁ ସରକାର…

ସିଡିଏରେ ମିଶ୍ରଣକୁ ବିରୋଧ କରି ଆଠଗଡରେ ୧୨ ଘଣ୍ଟିଆ ବନ୍ଦ ପାଳନ

ଆଠଗଡ: କଟକ ଡେଭଲପମେଣ୍ଟ ଅଥରିଟି ବା ସିଡିଏ ଅଧୀନକୁ ଆସିବ ଆଠଗଡ ବ୍ଲକର ୭୧ଟି ପଞ୍ଚାୟତ । ରାଜ୍ୟ ସରକାର ନିକଟରେ ଏ ନେଇ ବିଜ୍ଞପ୍ତି ପ୍ରକାଶ କରିଥିଲେ। ସରକାରଙ୍କ ଏପରି ନିଷ୍ପତ୍ତିକୁ ବିରୋଧ କରି ଆଠଗଡରେ ଆଜି ୧୨ ଘଣ୍ଟିଆ ବନ୍ଦ ପାଳନ ହେଉଛି । ସକାଳ ୬ଟାରୁ ସଂଧ୍ୟା ୬ଟା ଯାଏ ବନ୍ଦ ପାଳନ…

ଭୁବନେଶ୍ୱର ଚିନ୍ତାମଣିଶ୍ୱରରେ ଚାଞ୍ଚଲ୍ୟ : ୧୫ମାସର ଶିଶୁକୁ ହତ୍ୟା ପରେ ବାପା-ମା’ଙ୍କ ଆତ୍ମହତ୍ୟା

ଭୁବନେଶ୍ୱର  : ଭୁବନେଶ୍ୱର ଲକ୍ଷ୍ମୀସାଗର ଥାନା ଚିନ୍ତାମଣିଶ୍ୱର ଅଞ୍ଚଳରେ ଚାଞ୍ଚଲ୍ୟ । ୧୫ମାସର ଶିଶୁକନ୍ୟାକୁ ହତ୍ୟା ପରେ ବାପା-ମା’ଙ୍କ ଆତ୍ମହତ୍ୟା । ମୃତକ ତୁଷାର ରାଜେନ୍ଦ୍ର ଜଗତପ ଓ ପତ୍ନୀ ନିଲା ତୁଷାର ଜଗତପ୍‌ । ଥିବା ବେଳେ ଶିଶୁର ବୟସ ୧୫ ମାସ ବୋଲି ଜଣାପଡିଛି । ଖବର…

ଜଳୁଛି ଓଡ଼ିଶା, ଗରମ ସାଙ୍ଗକୁ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ

ଭୁବନେଶ୍ୱର : ଅସହ୍ୟ ଗରମରେ କଲବଲ ହେଉଛି ଓଡ଼ିଶା । ଓ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ । ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଏଭଳି ସ୍ଥିତିରୁ ମୁକ୍ତି ମିଳିବନି ବୋଲି ସତର୍କ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବିଶେଷକରି ଆଭ୍ୟନ୍ତର ଓଡ଼ିଶାରେ ସ୍ବାଭାବିକଠାରୁ ୩ରୁ ୫ ଡିଗ୍ରୀ, ଉପକୂଳରେ ୨ରୁ ୩…

ଆଜି ୧୨ ଘଣ୍ଟିଆ ଆଠଗଡ଼ ବନ୍ଦ : ଗାଡି ଚଳାଚଳ ସହ ଦୋକାନ ବଜାର ବନ୍ଦ

କଟକ: ଆଜି ଆଠଗଡ଼ରେ ବନ୍ଦ ଡାକରା ଦିଆଯାଇଛି। ୧୨ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି ।  ଆଠଗଡ଼ ସୁରକ୍ଷା ମଞ୍ଚ ପକ୍ଷରୁ ବନ୍ଦ ପାଳନ କରାଯାଉଛି । ଆଠଗଡ଼ ବ୍ଲକର ୭୧ଟି ପଞ୍ଚାୟତ କଟକ ଉନ୍ନୟନ ସଂସ୍ଥା ଅଧିନକୁ ଯିବାକୁ ନଗର ଉନ୍ନୟନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଆଠଗଡ଼ ସଙ୍ଗଠନ ପକ୍ଷରୁ…

ନିଲମ୍ବିତ ଏଏସଆଇଙ୍କ ଘରେ ଭିଜିଲାନ୍ସ ରେଡ୍ : ୪ଟି ସ୍ଥାନରେ ଚଢ଼ାଉ

ମାଲକାନଗିରି : ମାଲକାନଗିରି ଜିଲ୍ଲାର ପୂର୍ବତନ ଏଏସଆଇ ଜୟଦାସ ଖରାଙ୍କ ଘରେ ଭିଜିଲାନ୍ସ ଚଢ଼ାଉ । ମାଲକାନଗିରି, ନବରଙ୍ଗପୁର ଓ କୋରାପୁଟ ଭିଜିଲାନ୍ସ ପକ୍ଷରୁ ମିଳିତ ଭାବେ ଏହି ଚଢ଼ାଉ କରାଯାଇଛି । ମାଲକାନଗିରି ସମେତ ଜୟଦାସଙ୍କ ବାସଭବନ, ନବରଙ୍ଗପୁର ଓ କୋରାପୁଟରେ ଚଢ଼ାଉ ଚାଲିଛି । ଚଢ଼ାଉ…