ଅନୁଭୂତିରୁ ସୃଷ୍ଟି ହୋଇଥିବା ସାହିତ୍ୟ ହୃଦୟକୁ ଅଧିକ ଆନ୍ଦୋଳିତ କରେ : ଜୟନ୍ତୀ ଜେନା
ଓଡ଼ିଆ ଭାଷା ସାହିତ୍ୟ ଜଗତରେ କଥା ଓ କବିତାରେ ନିଜର ଏକ ସ୍ୱତନ୍ତ୍ର ସ୍ଥାନ ସୃଷ୍ଟି କରିଛନ୍ତି ଜୟନ୍ତୀ ଜେନା । ଅତି ସାଧାରଣ ଘଟଣାଗୁଡ଼ିକୁ ଭାବ ଓ ଭାଷାର ସମନ୍ୱୟରେ ଏକ ଆବେଗମୟ ପରିବେଶ ସୃଷ୍ଟି ହିଁ ତାଙ୍କ ଗଳ୍ପର ବିଭବ ପୁଣି କବିତାର ତତ୍ତ୍ୱ ଏବଂ ଉପନ୍ୟାସର ଆରମ୍ଭ । ଚିରାଚରିତ ଶୈଳୀର ଢେର…