Odisha Parab 2026: ଓଡ଼ିଶା ପରବ ୨୦୨୬ ଉଦ୍ଘାଟିତ; ଆସାମରେ ଓଡ଼ିଶାର ସାଂସ୍କୃତିକ ଓ ପର୍ଯ୍ୟଟନ ବୈଭବ ପ୍ରଦର୍ଶିତ
ଭୁବନେଶ୍ୱର:ଓଡ଼ିଶା ପରବ ୨୦୨୬ ଆସାମର ଗୌହାଟୀରେ ଉଦଘାଟିତ ହୋଇଯାଇଛି । ପର୍ଯ୍ୟଟନ ବିଭାଗ ଓ ସହଯୋଗୀ ସଂସ୍ଥା ଫିକି ଆନୁକୂଲ୍ୟରେ ଏହି ପରବ ତିନିଦିନ ଧରି ଚାଲିବ । ଏଥିରେ ରାଜ୍ୟର ସମୃଦ୍ଧ ଐତିହ୍ୟ, ପରମ୍ପରା, ହସ୍ତଶିଳ୍ପ, ହସ୍ତକଳା, ଖାଦ୍ୟ ଓ ପର୍ଯ୍ୟଟନ ଅଭିଜ୍ଞତା ଏବଂ ଓଡ଼ିଶା ଓ ଆସାମ ମଧ୍ୟରେ…