କ୍ରିୟା
ଦେବାଶିଷ ମହାପାତ୍ରଙ୍କ ବ୍ୟାକରଣ ବିଭାଗ
ଆମେ ବ୍ୟାକରଣ ବିଷୟରେ ଆଲୋଚନା କରୁଛେ। ଆଜି କ୍ରିୟା କଥା କହିବା। କ୍ରିୟାର ଅର୍ଥ କାମ। ଇଂରାଜୀ ବ୍ୟାକରଣରେ ଏହାକୁ ଭର୍ବ ( verb)କୁହାଯାଏ। ଏହାର ଭୂମିକା ବାକ୍ୟରେ ଓ ବ୍ୟାକରଣରେ ସବୁବେଳେ ଗୁରୁତ୍ୱପୂର୍ଣ୍ଣ । କ୍ରିୟା କଣ ଏହାକୁ ଟିକେ ସରଳ…