ଜୁଲାଇ ପହିଲା ସୁଦ୍ଧା ଓଡିଶାରେ ୧୧୮ଟି ବିଦ୍ୟୁତ୍ ଯାନ ଚାର୍ଜିଂ ଆଉଟ୍ ଲେଟ୍
ନୂଆଦିଲ୍ଲୀ: ଭାରତରେ ହାଇବ୍ରିଡ୍ ଏବଂ ଇଲେକ୍ଟ୍ରିକ୍ ଯାନ ଗୁଡିକୁ (ଫେମ୍ ଇଣ୍ଡିଆ) ଦ୍ରୁତ ଗତିରେ ଗ୍ରହଣ କରିବା ଏବଂ ଏହା ଅଧିକ ପରିମାଣରେ ଉତ୍ପାଦନ ହେବା ଯୋଗୁଁ ପର୍ଯ୍ୟାୟ – ୨ରେ ସାର୍ବଜନିନ ପରିବହନ ନିମନ୍ତେ ଇଲେକ୍ଟ୍ରିକ୍ ଯାନବାହନ (ଇଭି) ବ୍ୟବହାରକୁ ପ୍ରୋତ୍ସାହିତ କରାଯାଉଛି ।…