Latest Odisha News

BREAKING NEWS

କାର୍ଗିଲ ଦିବସରେ ସହୀଦ ବୀରଙ୍କୁ ସ୍ମୃତିଚାରଣ କରୁଛି ସାରା ଦେଶ

ଓଡ଼ିଶା ସମ୍ବାଦ ବ୍ୟୁରୋ: ଆଜି କାରଗିଲ ବିଜୟ ଦିବସ । ସାରା ଦେଶରେ ଆଜି ୨୩ତମ କାର୍ଗିଲ ବିଜୟ ଦିବସ ଉତ୍ସବରେ ସହୀଦ ବୀରଙ୍କ ସ୍ମତିଚାରଣ କରାଯାଉଛି ।  ୧୯୯୯ ମସିହା ଜୁଲାଇ 26ରେ କାର୍ଗିଲ୍‌ ଯୁଦ୍ଧର ଅନ୍ତଃ ଘଟିଥିଲା। ଭାରତ-ପାକିସ୍ତାନ ମଧ୍ୟରେ ହୋଇଥିବା ଏହି ଯୁଦ୍ଧରେ ଭାରତ ବିଜୟ ଲାଭ କରି…

କାଶିପୁର : ବିକାଶକୁ ହଇଜା

ବିଚିତ୍ର ବିଶ୍ୱାଳଙ୍କ ନିୟମିତ ସ୍ତମ୍ଭ : ‘ସମୟର ସ୍ୱର’…  ଦୀର୍ଘ ଦଶ ବର୍ଷ ପରେ ପୁଣି ଥରେ ହଇଜା ଓ ମୃତ୍ୟୁ ପାଇଁ ଚର୍ଚ୍ଚାକୁ ଫେରିଛି କାଶିପୁର । ଓଡ଼ିଶାର ଦକ୍ଷିଣ ପ୍ରାନ୍ତରେ ଥିବା ରାୟଗଡ଼ା ଜିଲ୍ଲାର ଆଦିବାସୀ ଅଧ୍ୟୁଷିତ ବ୍ଲକ୍ କାଶିପୁର ପୂର୍ବରୁ ଅନେକ ଥର ଚର୍ଚ୍ଚିତ ହୋଇଛି ଆମ୍ବ…

ଷ୍ଟାର ଆଥଲେଟ ନୀରଜ ଖେଳିବେନି ରାଜ୍ୟଗୋଷ୍ଠୀ କ୍ରୀଡା

ନୂଆଦିଲ୍ଲୀ: ଭାରତର ଷ୍ଟାର ଆଥଲେଟ ତଥା ଅଲିମ୍ପିକ ସ୍ୱର୍ଣ୍ଣ ପଦକ ବିଜେତା ଜାଭେଲିନ ଥ୍ରୋୟର ନୀରଜ ଚୋପ୍ରା ଆଗାମୀ ରାଜ୍ୟଗୋଷ୍ଠୀ କ୍ରୀଡାରେ ଅଂଶଗ୍ରହଣ କରିବେ ନାହିଁ । ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପରେ ଐତିହାସିକ ରୌପ୍ୟ ପଦକ ଜିତିଥିବା ନୀରଜ ଆଘାତ ସମସ୍ୟା ଯୋଗୁ ଏହି ନିଷ୍ପତି ନେଇଛନ୍ତି…

କାଶୀପୁର ସରକାରଙ୍କ ବିକାଶର ଗୋଲାପୀ ଚିତ୍ର ଦେଖାଇଛି: ମୋହନ ମାଝୀ

ଭୁବନେଶ୍ୱର: ରାୟଗଡ଼ା କାଶୀପୁରରେ ବ୍ୟାପିଥିବା ହଇଜା ସମ୍ପୂର୍ଣ୍ଣ ଭାବେ ମନୁଷ୍ୟକୃତ। ଏଥିପାଇଁ ସରକାର ହିଁ ଦାୟୀ। ରାୟଗଡା କାଶୀପୁରରେ ବ୍ୟାପିଥିବା ଝାଡାବାନ୍ତି ପ୍ରସଙ୍ଗରେ ରାଜ୍ୟ ସରକାର ଉପରେ ଏପରି କିଛି କହି ବର୍ଷିଛନ୍ତି ବିରୋଧୀ ଦଳର ବିଧାୟକ ମୋହନ ମାଝୀ। କାଶୀପୁରରେ ୧୪ ଜଣଙ୍କର…

ଛୁଟିରେ ଗଲେ ସମ୍ବଲପୁର ବିଶ୍ବବିଦ୍ୟାଳୟର କୁଳପତି ପ୍ରଫେସର ସଂଜୀବ ମିତ୍ତଲ

ସମ୍ବଲପୁର :ସମ୍ବଲପୁର ବିଶ୍ବବିଦ୍ୟାଳୟର କୁଳପତି ପ୍ରଫେସର ସଂଜୀବ ମିତ୍ତଲଙ୍କୁ ନେଇ ଏବେ ଜୋରଦାର ଚର୍ଚା।  ବିବାଦୀୟ ନିଷ୍ପତ୍ତି ନେଇ କୋଣସେଠା ହୋଇପଡ଼ିଥିବା ପ୍ରଫେସର ମିତ୍ତଲ ଏବେ ଛୁଟିରେ ଯାଇଛନ୍ତି । କୁଳପତି ପ୍ରଫେସର ମିତ୍ତଲ ଛୁଟିରେ ଯିବା ଘଟଣାକୁ ନେଇ ବିଶ୍ବବିଦ୍ୟାଳୟ ଭିତରେ ତ…

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ: ଦେଶ ଏବଂ ରାଜନୀତିରେ କ’ଣ ରହିପାରେ ପ୍ରଭାବ?

ଭୁବନେଶ୍ୱର: ଦ୍ରୌପଦୀ ମୁର୍ମୁ ଦେଶର ପଞ୍ଚଦଶ ରାଷ୍ଟ୍ରପତି । ୬୪ ବର୍ଷ ପାଦ ଥାପିବାର ପର ଦିନ (ଜୁନ ୨୧.୨୦୨୨) ବିଜେପି ନେତୃତ୍ୱାଧୀନ ଏନଡିଏ ତାଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଘୋଷଣା କରିଥିଲା। ଯଦିଓ ନିର୍ବାଚନ ମୈଦାନରେ ପ୍ରାର୍ଥୀ ହୋଇଥିଲେ ଦ୍ରୌପଦୀ କିନ୍ତୁ ସେ ଦେଶର ରାଷ୍ଟ୍ରପତି…

ନରସିଂହପୁର ଆଉ ଏକ ଗୁଳିବିଦ୍ଧ ହାତୀ

କଟକ:  ହାତୀ ମୃତ୍ୟୁ ମାମଲା ହାଇକୋର୍ଟରେ ପହଁଚିଲାଣି । କିନ୍ତୁ ଶିକାରୀମାନଙ୍କ ଗୁଳି ହାତୀ ଦେହରୁ ଦିନକୁ ଦିନ ବାହାରିବାରେ ଲାଗିଛି । ଆଠଗଡ଼ ନରସିଂହପୁର ବନାଞ୍ଚଳରେ ପୁଣି ଏକ ଗୁଳିବିଦ୍ଧ ଦନ୍ତାହାତୀ ବୁଲୁଥିବା ସ୍ଥାନୀୟ ଅଂଚଳରେ ଚର୍ଚା ହେଉଛି । କେହି ଶିକାରୀ ହାତୀକୁ ଗୁଳି ମାରି…

ନୂଆପଡ଼ାରେ ବ୍ୟାପିଲା ଡାଇରିଆ : ଜଣଙ୍କର ମୃତ୍ୟୁ, ୧୦ରୁ ଅଧିକ ଗୁରୁତର

ନୂଆପଡ଼ା : କାଶୀପୁର ପରେ ନୂଆପଡ଼ାରେ ଡାଇରିଆ । କୋମନା ବ୍ଲକ ଜଟଗଡ଼ ଗାଁରେ ବଢ଼ିବାରେ ଲାଗିଛି ଡାଇରିଆ ରୋଗୀଙ୍କ ସଂଖ୍ୟା । ଝାଡ଼ାବାନ୍ତିରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ୧୦ ଜଣରୁ ଅଧିକ ଗୁରୁତର ଥିବା ନେଇ ସିଡିଏମ୍ଓ ସୂଚନା ଦେଇଛନ୍ତି । ଗୁରୁତରମାନଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ…

ଆଜି ପୁଣି ଇଡିରେ ହାଜର ହେବେ ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ:  ଆଜି ପୁଣି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଇଡି କାର୍ଯ୍ୟାଳୟରେ ହାଜର ହେବେ ।  ସକାଳ ୧୧ଟା ୩୦ରେ ହାଜର ହେବେ ବୋଲି ଜଣାପଡ଼ିଛି । ତେବେ ଏହାକୁ ନେଇ କଂଗ୍ରେସ ପକ୍ଷରୁ ବିରୋଧ ଆରମ୍ଭ ହୋଇଛି ।  ସୋନିଆ ଇଡିରେ ହାଜର ହେବାକୁ ନେଇ କଂଗ୍ରେସ ପକ୍ଷରୁ କଡ଼ା ବିରୋଧ କରାଯାଇଛି । …

ମାଳତୀ ଚୌଧୁରୀ

ପ୍ରିୟ କୁନି ପିଲାମାନେ ଆଗରୁ ଆମେ ଅନେକ ମହାପୁରୁଷଙ୍କ ବିଷୟରେ ଜାଣିଛେ । ଆଜି ଜାଣିବା ଆମ ପ୍ରିୟ 'ନୂମା'ଙ୍କ ବିଷୟରେ । ନୂମା ହେଉଛନ୍ତି ମାଳତୀ ଚୌଧୁରୀ । ୧୯୦୪ ମସିହା ଜୁଲାଇ ୨୬ରେ ଅର୍ଥାତ ଠିକ ଆଜିର ଦିନରେ ସେ ଜନ୍ମ ଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାଁ କୁମୁଦ ନାଥ ସେନ ଓ…