[ଦେଖନ୍ତୁ ଭିଡିଓ] ମରାମତି ଅଭାବରୁ ରାସ୍ତା ପାଲଟିଛି ମରଣ ଯନ୍ତା । ମରାମତି ନହେଲେ ଆନ୍ଦୋଳନ ଚେତାବନୀ
ଯାଜପୁର : ମରାମତି ଅଭାବରୁ ରାସ୍ତା ପାଲଟିଛି ମରଣ ଯନ୍ତା । ବର୍ଷ ବର୍ଷ ଧରି ଖାଲ ଖମା ରେ ଭର୍ତ୍ତି ଏହି ରାସ୍ତା । ସାମାନ୍ୟ ବର୍ଷା ହେଲେ ରାସ୍ତାରେ ଜମୁଛି ଆଣ୍ଠୁଏ ଆଣ୍ଠୁଏ ପାଣି । ଯାଜପୁର ବିଂଝାରପୁର ବ୍ଲକ ତାଉନ୍ତରା ଠାରୁ ଇଂଜନପୁର ପର୍ଯ୍ୟନ୍ତ ରାସ୍ତା ଅବସ୍ଥା ଶୋଚନୀୟ ହୋଇ ପଡିଛି।…