ଘାଟୀରେ ଟାର୍ଗେଟ କିଲିଂ ପରେ ସରକାର ନେଲେ କଡା ପଦକ୍ଷେପ
ନୂଆଦିଲ୍ଲୀ: ଜମ୍ମୁ ଏବଂ କଶ୍ମୀରରେ ଆତଙ୍କବାଦୀମାନେ ଟାର୍ଗେଟ କିଲିଂ କରିବାରେ ଲାଗିଛନ୍ତି । ଏହି ଘଟଣା ବଢ଼ିବା ଯୋଗୁ ଜମ୍ମୁ-କଶ୍ମୀର ସରକାର ବୁଧବାର କଠୋର ପଦକ୍ଷେପ ଗ୍ରହଣ କରିଛନ୍ତି । କଶ୍ମୀରରେ ନିଯୁକ୍ତି ପାଇଥିବା ହିନ୍ଦୁ ଏବଂ ଅଳ୍ପ ସଂଖ୍ୟକଙ୍କୁ ତୁରନ୍ତ ସୁରକ୍ଷିତ ସ୍ଥାନକୁ ପଠାଇବା…