Latest Odisha News

BREAKING NEWS

ସାମ୍ବାଦିକଙ୍କୁ ନିର୍ଯାତନା ଘଟଣା: ଆଜି ନୀଳଗିରି ୧୨ଘଣ୍ଟିଆ ବନ୍ଦ ଡ଼ାକରା

ନୀଳଗିରି : ନୀଳଗିରି ୧୨ଘଣ୍ଟିଆ ବନ୍ଦ ଡ଼ାକରା । ବୁଧବାର ନୀଳଗିରି ୧୨ଘଣ୍ଟିଆ ବନ୍ଦ ଡ଼ାକରା । ସାମ୍ବାଦିକ ଲୋକନାଥ ଦଳେଇଙ୍କ ଗୋଡ଼ରେ ବେଡି ପକାଇ ପୋଲିସ ନିର୍ଯାତନା ଦେବା ଘଟଣାରେ ପ୍ରତିବାଦ । ଏଥିରେ ନୀଳଗିରିର ସମସ୍ତ ରାଜନୈତିକ ଦଳ, ଜନସାଧାରଣ, ସାମ୍ବାଦିକ ସାମିଲ ହୋଇଛନ୍ତି ।…

ରାଜଧାନୀ ପ୍ରତିଷ୍ଠା ଦିବସର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ରାଜଧାନୀ ଭୁବନେଶ୍ୱରର ପ୍ରତିଷ୍ଠା ଦିବସ । ୭୪ ତମ ପ୍ରତିଷ୍ଠା ଦିବସ ପାଳୁଛି ରାଜଧାନୀ ଭୁବନେଶ୍ବର । ୧୯୪୮ରେ ଏପ୍ରିଲ ୧୩ରେ ମନ୍ଦିର ମାଳିନୀ ସହର ଭୁବନେଶ୍ବର ଓଡ଼ିଶାର ରାଜଧାନୀ ହୋଇଥିଲା । ଏଭିତରେ ଅନେକ ବଦଳିଛି ଭୁବନେଶ୍ବର । ବିକାଶ ବହୁତ ଆଗକୁ ଯାଇଛି । ତଥାପି ଅନେକ…

ରାଜଧାନୀ ପ୍ରତିଷ୍ଠା ଦିବସ: ୭୪ ବର୍ଷରେ ରାଜଧାନୀ ଭୁବନେଶ୍ବର

ଭୁବନେଶ୍ୱର : ଓଡ଼ିଶାର ରାଜଧାନୀ ଭୁବନେଶ୍ବର ।  ଭୁବନେଶ୍ବରର ଇତିହାସ ୭୩ ବର୍ଷ ପୁରୁଣା। ୧୯୪୮ ମସିହା ଏପ୍ରିଲ ମାସ ୧୩ ତାରିଖ, ମହାବିଷୁବ ସ˚କ୍ରାନ୍ତି ଓଡ଼ିଆ ନବବର୍ଷ ଅବସରରେ ତତ୍‌କାଳୀନ ପ୍ରଧାନମନ୍ତ୍ରୀ ପଣ୍ତିତ ଜବାହରଲାଲ ନେହରୁ ଓଡ଼ିଶାର ନୂଆ ରାଜଧାନୀ ଭୁବନେଶ୍ବରଠାରେ ନିର୍ମାଣର…

ମୋବାଇଲ ଫ୍ଲାସ ଲାଇଟ୍ ଜଳାଇ ପରୀକ୍ଷା ଖାତାରେ ଉତ୍ତର ଲେଖିଲେ ଛାତ୍ରଛାତ୍ରୀ

ଥିରୁଅନନ୍ତପୁରମ: ପରୀକ୍ଷାରେ ବଡ ବିଭ୍ରାଟ । ପରୀକ୍ଷା ହଲ ଭିତରେ ମୋବାଇଲ ଧରି ବିଦ୍ୟାର୍ଥୀ ପ୍ରଶ୍ନ ପତ୍ରରର ଉତ୍ତର ଲେଖିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି କେରଳରେ । ଏର୍ଣ୍ଣାକୁଲମର ମହାରାଜା କଲେଜରେ ବିଜୁଳି ବିଭ୍ରାଟ ପରେ ସ୍ନାତକ ଓ ସ୍ନାତକୋତ୍ତର ଛାତ୍ରଛାତ୍ରୀଙ୍କୁ ମୋବାଇଲ୍ ଫୋନ୍…

ରାଜଧାନୀ ପ୍ରତିଷ୍ଠା ଦିବସ, ସାଂସଦ ଅପରାଜିତାଙ୍କୁ ନାହିଁ ସରକାରୀ କାର୍ଯ୍ୟକ୍ରମରେ ନିମନ୍ତ୍ରଣ

ଭୁବନେଶ୍ୱର: ଆଜି ରାଜଧାନୀର 74 ତମ ପ୍ରତିଷ୍ଠା ଦିବସ । ଏଥିପାଇଁ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ ହେବାକୁ ଯାଉଛି। ଏହିସବୁ କାର୍ଯ୍ୟକ୍ରମରେ ନିର୍ବାଚିତ ପ୍ରତିନିଧିଙ୍କ ନାଁ ଅତିଥି ତାଲିକାରେ ରହିଛି । କିନ୍ତୁ ରାଜ୍ୟ ସରକାର ଭୁବନେଶ୍ୱର ସାଂସଦଙ୍କ ନାଁକୁ ଏଥିରୁ ବାଦ୍ ଦେଇଛନ୍ତି।…

ବ୍ୟଙ୍ଗ : ହାପି ସଣ୍ଡେ

ଓଁ ଅଭିଜ୍ଞାନ ସାହୁଙ୍କ ବ୍ୟଙ୍ଗ ବିଭାଗ ଓଁ ଅଭିଜ୍ଞାନ ସାହୁଙ୍କ ବ୍ୟଙ୍ଗ ବିଭାଗ  ଆଜିକାଲି ହ୍ଵାଟ୍ସଆପରେ 'ସୁଖୀ ରବିବାର'ର ଶୁଭକାମନା ସବୁ ଶୁଭସକାଳ ସହିତ ଆସିବା ଆରମ୍ଭ ହେଲାଣି । କେବଳ ଜଣେ ସଂସାରୀ ଜାଣିପାରିବ ଏହି ରବିବାରିଆ ଖୁସିଟା କେତେ ପ୍ରଭାବୀ । ସପ୍ତାହ ଯାକର କାମ ଏହି ଦିନକୁ…

ଜେଏସଡବ୍ଲୁ ଉତ୍କଳ ଷ୍ଟିଲ ଲିମିଟେଡକୁ କାପ୍ଟିଭ ଜେଟ୍ଟି ନିର୍ମାଣ ପାଇଁ ପରିବେଶ ମନ୍ତ୍ରାଳୟର ଅନୁମତି

ଭୁବନେଶ୍ୱର: ଜେଏସଡବ୍ଲୁ ଉତ୍କଳ ଷ୍ଟିଲ ଲିମିଟେଡକୁ ଜଟାଧାରୀ ମୁହାଣରେ କାପ୍ଟିଭ ଜେଟ୍ଟି ନିର୍ମାଣ ପାଇଁ ସବୁଜ ସଂକେତ ମିଳିଲା। କେନ୍ଦ୍ର ସରକାରଙ୍କଜଂଗଲ ଓ ପରିବେଶ ଏବଂ ଜଳବାୟୁ ମନ୍ତ୍ରାଳୟ ଏହି ଅନୁମତି ଦେଇଛି। ଜଗତସିଂହପୁରରେ ନିର୍ମାଣ ହେବାକୁ ଥିବା ଏହି ପ୍ରକଳ୍ପର କ୍ଷମତା ୫୨…

ଭୁବନେଶ୍ୱରରେ ନୂତନ ରାଜଧାନୀ ପ୍ରତିଷ୍ଠା ଦିଗରେ ହରେକୃଷ୍ଣ ମହତାବଙ୍କ ଅବଦାନ

ରାଜଧାନୀ ଭୁବନେଶ୍ୱରର ପ୍ରତିଷ୍ଠା ଦିବସ ଉପଲକ୍ଷେ ନୃସିଂହ ଚରଣ ସାହୁ (ଜହୁରୀ ଭାଇ)ଙ୍କ  ଆଲେଖ୍ୟ  ବୃହତ୍ତର ଓଡ଼ିଶା ପ୍ରଦେଶକୁ ନୂଆ କରି ଗଢ଼ିବା ଦିଗରେ ହରେକୃଷ୍ଣ ମହତାବଙ୍କର ଅବଦାନ ଅବିସ୍ମରଣୀୟ। ସେ ଯେଉଁ ଆଠବର୍ଷ ( ୧୯୪୬-୫୦, ୫୬-୬୦) କ୍ଷମତାରେ ରହିଲେ , ଓଡ଼ିଶାକୁ ସମୃଦ୍ଧ, ସୁନ୍ଦର ଓ…

ଆଧୁନିକତାର କାବ୍ୟ ପରମ୍ପରା ଓ କବି ଭୋଇ

ପଞ୍ଚାନନ ମିଶ୍ରଙ୍କ ସ୍ୱତନ୍ତ୍ର ପ୍ରବନ୍ଧ ‘ ପଞ୍ଚମ ଭାଗ’ କବି ଭୀମ ଭୋଇଙ୍କର ମୌଳିକତା ସମ୍ପର୍କରେ ଯୁକ୍ତି କଲାବେଳେ ହର ପ୍ରସାଦ ଉଲ୍ଲେଖ କରନ୍ତି କେତେ ମାତ୍ରାରେ ଆଧୁନିକତାର କାବ୍ୟ ପରମ୍ପରା ସହ ଭୀମ ଭୋଇ ସମ୍ପର୍କିତ । ଏ ପ୍ରସଙ୍ଗରେ ଆଲୋଚନା କଲା ବେଳେ ସେ କବିବର ରାଧାନାଥ…

ଧାରାବାହିକ ଉପନ୍ୟାସ : ଚୋରାବାଲି (୬୭ )

ସ୍ଵର୍ଣ୍ଣଲତା ମହାପାତ୍ରଙ୍କ ଧାରାବାହିକ ଉପନ୍ୟାସ ‘ଚୋରାବାଲି’ ଭାଗ : ୬୭  ଚିତ୍ର ଭିତରେ ଆରାଧ୍ୟା ଜୀବନ ଦେଖେ । ଅନୁଭବ କରେ । ଭୋଗେ । ବୈଭବଙ୍କୁ ବୁଝେଇ ପାରେନା ତା'ର ମାନେ କ'ଣ, ବା ବୁଝେଇବା ଆଉ ଜରୁରୀ ଭବେନା । କୁମାର କିନ୍ତୁ ସେ ବାବଦରେ ଟିକେ ଅଲଗା । ସେ ଦିନ ଫେରିବା ବେଳେ,…