ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ: ପ୍ରଧାନ ବିଚାରପତିଙ୍କ ନିର୍ଦ୍ଦେଶ ନହେଲେ ଶୁଣାଣି ପାଇଁ ମନାକଲେ ଖଣ୍ଡପୀଠ
ନୂଆଦିଲ୍ଲୀ: ସୁପ୍ରିମକୋର୍ଟ ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବିବାଦ ମାମଲାର ଶୀଗ୍ର ଶୁଣାଣି ପାଇଁ ମନା କରିଦେଇଛନ୍ତି। ଗତକାଲି ଏହି ମାମଲାର ଶୁଣାଣି ହେଉଥିଲା । ସୁପ୍ରିମକୋର୍ଟର ବିଚାରପତି ଜଷ୍ଟିସ ବି.ଆର୍. ଗଭାଇ ଓ ଜଷ୍ଟିସ ହିମା କୋହଲୀଙ୍କୁ ନେଇ ଗଠିତ ଖଣ୍ଡପୀଠ ମାମଲାର…