କିଟ୍ ଏବଂ କିସ ଠାରେ ଚେସ ଅଲମ୍ପିଆଡ଼ ରିଲେକୁ ଭବ୍ୟ ସ୍ୱାଗତ
ଭୁବନେଶ୍ୱର: ଆଜି ଚେସ୍ ଅଲିମ୍ପିଆଡ୍ ଟର୍ଚ୍ଚ ରିଲେକୁ କିଟ୍ ଓ କିସ୍ ପକ୍ଷରୁ ଭବ୍ୟ ସ୍ୱାଗତ କରାଯାଇଛି । ଏହି ଅବସରରେ କିଟ୍ର ୧୦ ହଜାର କର୍ମଚାରୀ, ୧୦ ହଜାର ଛାତ୍ରଛାତ୍ରୀ ଏବଂ କିସର ୩୦ ହଜାର ଛାତ୍ରଛାତ୍ରୀ ଏହି ରିଲେକୁ କିଟ୍ ଛକରୁ ରାସ୍ତାର ଉଭୟ ପାଶ୍ୱର୍ରେ ରହି ସ୍ୱାଗତ ଜଣାଇଥିଲେ ।…