Latest Odisha News

BREAKING NEWS

ମୈତ୍ରେୟୀ ଲେଖିକା ସଙ୍ଗଠନର ସପ୍ତମ ମାସିକ ସାହିତ୍ୟ ଆସର

ଭୁବନେଶ୍ୱର : ମୈତ୍ରେୟୀ ଲେଖିକା ସଙ୍ଗଠନ ପକ୍ଷରୁ ' ମୋ ବର୍ଣ୍ଣବୋଧ' ବିଷୟକୁ ନେଇ ଚଳିତ ବର୍ଷର ସପ୍ତମ ମାସିକ ସାହିତ୍ୟ ଆସର ଆଭାଷୀ ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଛି । ନିବେଦିତା ନନ୍ଦଙ୍କ ଉତ୍କଳ ବନ୍ଦନା 'ବନ୍ଦେ ଉତ୍କଳ ଜନନୀ' ସଙ୍ଗୀତ ପରିବେଷଣ ପରେ, ସ୍ୱପ୍ନା ବେହେରାଙ୍କ ସଭାପତିତ୍ବରେ…

ଶ୍ରୀକ୍ଷେତ୍ରରେ ଶ୍ରୀରାମ ଜନ୍ମରୁ ପାରମ୍ପରିକ ସାହିଯାତ ଆରମ୍ଭ

 ପୁରୀ:  ଶ୍ରୀକ୍ଷେତ୍ରରେ ଆରମ୍ଭ ହୋଇଛି ପାରମ୍ପରିକ ସାହିଯାତ | ଶ୍ରୀମନ୍ଦିର ରୀତିନୀତି ସହ ସମ୍ପୃକ୍ତ ଏହି ସାହିଜାତରେ ଶ୍ରୀରାମ ଜନ୍ମ ଠାରୁ ଆରମ୍ଭ କରି ରାମାଭିଷେକ ପର୍ଯ୍ୟନ୍ତ ଚାଲିବ | ଗତକାଲି ପ୍ରଥମ ଦିନରେ କାଳିକାଦେବୀ ସାହି ପକ୍ଷରୁ ଶ୍ରୀମନ୍ଦିରରେ ଶ୍ରୀରାମ ଜନ୍ମନୀତି କରାଯାଇଥିବା…

କରୋନାର ନୂଆ XE ଭାରିଆଣ୍ଟକୁ ନେଇ ଭୟଭୀତ ନହେବାକୁ ପରାମର୍ଶ ଦେଲେ ଏନଟିଏଜିଆଇ ମୁଖ୍ୟ ଏନ.କେ ଅରୋରା

 ଦିଲ୍ଲୀ : କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ 'XE' କୁ ନେଇ ଚାରି ଆଡେ ଭୟର ବାତା ବରଣ ଖେଳିଯାଇଥିବା ବେଳେ । ଏଥିପ୍ରତି ଭୟଭୀତ ହୁଅନ୍ତୁ ନାହିଁ ବୋଲି ଏନଟିଏଜିଆଇ ମୁଖ୍ୟ ଏନକେ ଅରୋରା ପରାମର୍ଶ ଦେଲେ  । 'XE' ଭାରିଆଣ୍ଟ ପ୍ରଥମେ ମହାରାଷ୍ଟ୍ର ଓ ପରେ ଗୁଜୁରାଟରେ ଚିହ୍ନଟ ହୋଇଥିଲା ।…

ଟିମ ପାଇଁ ଜାଣିଶୁଣି ରିଟାୟର ଆଉଟ ହେଲେ ଅଶ୍ୱିନୀ

ମୁମ୍ବାଇ: ରାଜସ୍ଥାନ ରୟାଲ୍ସ ଓ ଲକ୍ଷ୍ନୌ ମଧ୍ୟରେ ଅନୁଷ୍ଠିତ ମ୍ୟାଚରେ ରବିଚନ୍ଦ୍ରନ ଅଶ୍ୱିନୀ ଜାଣିଶୁଣି ରିଟାୟର ଆଉଟ ହେବାକୁ ସମସ୍ତେ ପ୍ରଶଂସା କରିଛନ୍ତି । ୧୯ତମ ଓଭରରେ ଟିମ ପାଇଁ ସେ ନିଜ ୱିକେଟ ତ୍ୟାଗ କରିବାକୁ ପଛାଇ ନ ଥିଲେ । ଆଇପିଏଲ ଇତିହାସରେ ସେ ପ୍ରଥମ ଖେଳାଳି ଭାବେ ରିଟାୟର ଆଉଟ…

ଅସହ୍ୟ ହେଉଛି ତାତି , ଜଳୁଛି ପଶ୍ଚିମ ଓଡିଶା

ବଲାଙ୍ଗୀର : ତତଲା କଡେଇରେ ସିଝୁଛି ଓଡିଶା । ରାଜ୍ୟରେ ବିଭିନ୍ନ ଜିଲ୍ଲାରେ ତାପମାତ୍ରା ୪୦ ଡିଗ୍ରୀ ଉପରେ । ବୈଶାଖ ମାସ ଆରମ୍ଭ ନେଉଣୁ ଅଥୟ କଲାଣି ପ୍ରଚଣ୍ଡ ଖରାର ତାପ । ପଶ୍ଚିମ ଓଡିଶାରେ ଖରାର ପ୍ରଚଣ୍ଡ ତାପ ଅନୁଭୁତ ହେଉଛି । ଗତକାଲି ବଲାଙ୍ଗୀର , ବୌଦ୍ଧ ,ଝାରସୁଡା, ବାରିପଦା,…

ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଭର୍ଚୁଆଲ ମାଧ୍ୟମରେ ଦ୍ୱିପାକ୍ଷିକ ଆଲୋଚନା କରିବେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍

ଦିଲ୍ଲୀ : ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଆଜି ଦ୍ୱିପାକ୍ଷିକ ଆଲୋଚନା କରିବେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ । ଭର୍ଚ୍ୟୁଆଲ୍ ମୋଡରେ ଏହି ଆଲୋଚନା ହେବ । ବିଶ୍ୱ ଅର୍ଥନୀତି ଆଲୋଚନାର ପ୍ରସଙ୍ଗ ହୋଇପାରେ । ଦୁଇଦେଶ ମଧ୍ୟରେ ଥିବା ବୈଷୟିକ ସାମରିକ ସହଯେଗ ବୃଦ୍ଧି ପ୍ରସଙ୍ଗରେ ଆଲୋଚନା ହୋଇପାରେ…

NPC ଓପନ ବଡି ବିଲ୍ଡିଂ ଚାମ୍ପିୟନସିପ, ଓଡ଼ିଆ ବଡି ବିଲ୍ଡରଙ୍କୁ ମିଳିଛି ସଫଳତା

ଭୁବେନେଶ୍ୱର : ଭୁବେନେଶ୍ୱରରେ ଅନୁଷ୍ଠିତ NPC ଓପନ ବଡି ବିଲ୍ଡିଂ ଚାମ୍ପିୟନସିପରେ ଓଡ଼ିଆ ବଡି ବିଲ୍ଡରଙ୍କୁ ମିଳିଛି ସଫଳତା । NPC ବଡି ବିଲ୍ଡିଂ ଚାମ୍ପିୟନସିପରେ ମିଷ୍ଟର ଓଡିଶା ହୋଇଛନ୍ତି ଜଗନ୍ନାଥ ଖୁଣ୍ଟିଆ। ସେପଟେ ମହିଳା ବର୍ଗରେ କମାଲ କରିଛନ୍ତି ଓଡ଼ିଆ ଝିଅ ଜ୍ୟୋସ୍ନାରାଣୀ । ପ୍ରଥମ…

ଚଇତି ତୃତୀୟ ଦିନରେ ସୁନା ବେଶରେ ଦର୍ଶନ ଦେଉଛନ୍ତି ମାଆ ତାରିଣୀ

କେନ୍ଦୁଝର : ମହାଆଡମ୍ବରରେ ଚାଲିଛି କେନ୍ଦୁଝର ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ଘଟଗାଁ ମାଆ ତାରିଣୀଙ୍କ ଚଇତି ପର୍ବ । ଦୀର୍ଘ ସାତ ଦିନ ଧରି ପାଳିତ ହେଉଥିବା ଚଇତି ଯାତର ଆଜି ତୃତୀୟ ଦିନ । ତୃତୀୟ ଦିନରେ ମଧ୍ୟ ହଜାର୍ ହଜାର୍ ଶ୍ରଦ୍ଧାଳୁଙ୍କ ସୁଅ ଛୁଟିଛି ମାଆ ତାରିଣୀଙ୍କ ସୁନା ବେଶ ଦର୍ଶନ ପାଇଁ…

ପ୍ରତୀକ୍ଷାର ଘଟିବ ଅନ୍ତ, ଲୋକାର୍ପଣ ହେବ ଶ୍ରୀଜଗନ୍ନାଥ ମେଡିକାଲ କଲେଜ ଆଣ୍ଡ ହସପିଟାଲ

ପୁରୀ : ଲୋକାର୍ପଣ ହେବ ପୁରୀ ବାଲିଗୁଆଳି ଠାରେ ନିର୍ମିତ ଶ୍ରୀଜଗନ୍ନାଥ ମେଡିକାଲ କଲେଜ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ମେଡିକାଲ କଲେଜର ଲୋକାର୍ପଣ କରିବେ। ପ୍ରଥମ ବ୍ୟାଚରେ ଆଡମିଶନ କରିଥିବା ଶହେ ଜଣ MBBS ଛାତ୍ରଛାତ୍ରୀଙ୍କ ସହ…

ଗଛ ଡାଳରେ ୩ ଯୁବତୀଙ୍କ ମୃତଦେହ: ହଟୁନି ସସପେନ୍ସ..ଆଜି ସକାଳୁ ମୃତଦେହ ଉଦ୍ଧାର

ନବରଙ୍ଗପୁର : ଗୋଟିଏ ଗଛର ଗୋଟିଏ ଡାଳରେ ତିନି ତିନି ଜଣ ଯୁବତୀଙ୍କ ଝୁଲନ୍ତା ମୃତଦେହ। ଗତକାଲି ନବରଙ୍ଗପୁର ଉମରକୋଟ ଥାନା ତୋହରା ଗାଁରେ ଘଟିଥିବା ଏ ଦୁଃଖଦ ଘଟଣାକୁ ୟା ଭିତରେ ବିତିଲାଣି ୨୪ ଘଣ୍ଟା। ହେଲେ ଏଯାଏଁ ଏ ରହସ୍ୟଜନକ ଘଟଣା ଉପରେ ହଟିନି ପରଦା। ଶନିବାର ଅପରାହ୍ଣ ପ୍ରାୟ ୪ଟା…