ଜାଣନ୍ତୁ; ବ୍ରହ୍ମପୁରରେ କେଉଁଠି ମିଳିବ ବୁଷ୍ଟର ଡୋଜ୍
ବ୍ରହ୍ମପୁର: ବ୍ରହ୍ମପୁର ସହରରେ ଶୁକ୍ରବାର ଠାରୁ କରୋନା ଟୀକାର ବୁଷ୍ଟର୍ ଡୋଜ୍ ୧୮ରୁ ୫୯ ବର୍ଷ ବୟସ୍କଙ୍କୁ ପ୍ରଦାନ କରାଯିବ । ଏନେଇ ବ୍ରହ୍ମପୁର ମହାନଗର ନିଗମ ତରଫରୁ ଘୋଷଣା କରାଯାଇଛି । ସହରରେ ଥିବା ସମସ୍ତ ୮ଟି ସହରାଞ୍ଚଳ ପ୍ରାଥମିକ ସ୍ଵାସ୍ଥ୍ୟକେନ୍ଦ୍ର(ୟୁପିଏଚ୍ସି)ରେ ସହରବାସୀ…