ଅନୁବାଦ ଗଳ୍ପ : ମାନବିକତାର ସିପାହୀ
ସ୍ୱାଧୀନତାର ସ୍ୱାଦ ଓ ବିଭାଜନର ସ୍ମୃତି : ଗଳ୍ପ ୩୦
ମୂଳ ପଞ୍ଜାବୀ: ମହୀନ୍ଦର ସିଂହ ସରାନା
ଆଜି ପୁଣି ଅଚାନକ ତୁମ କଥା ମନେପଡ଼ିଲା । ଯେତେବେଳେ ତୁମ କଥା ମନେପଡ଼େ, ଇମିତି ଅଚାନକ ମନ ବ୍ୟସ୍ତ ବିବ୍ରତ ହୋଇଯାଏ । ଆଉ ଏଇ ଅଚାନକ ମନେପଡ଼ିବାଟା ବି ଏବେ ନିତିଦିନିଆ ହୋଇଗଲାଣି । କି…