ସମ୍ବଲପୁର ବିଶ୍ୱବିଦ୍ୟାଳୟ ଏଜୁକେସନ ପ୍ରଶ୍ନପତ୍ର ଲିକ୍ ଘଟଣା । ଷଷ୍ଠ ସେମିଷ୍ଟାର ପରୀକ୍ଷା ବାତିଲ୍
ସମ୍ବଲପୁର ବିଶ୍ୱବିଦ୍ୟାଳୟର ଯୁକ୍ତ ୩ ତୃତୀୟ ବର୍ଷ ପ୍ରଶ୍ନ ପତ୍ର ଲିକ୍ ଅଭିଯୋଗ । ଏଜୁକେସନ ଅନର୍ସ ପ୍ରଶ୍ନପତ୍ର ଲିକ୍ ଅଭିଯୋଗ ହେବା ପରେ ପରୀକ୍ଷା ବାତିଲ କରାଯାଇଛି । ସକାଳେ ଭାଇରାଲ ହୋଇଥିବା ପ୍ରଶ୍ନପତ୍ର ସହ ମିଶୁଛି ଓରିଜିନାଲ ପ୍ରଶ୍ନପତ୍ର । ପ୍ରଶ୍ନପତ୍ର ପେପର ଲିକ୍ ହୋଇଥିବା ନେଇ…