ଏମ୍ସ ଭୁବନେଶ୍ୱରରେ କର୍କଟ ଏବଂ ରକ୍ତ କର୍କଟ ରୋଗୀଙ୍କ ପାଇଁ ସ୍ପେଶାଲ ଆଇସିୟୁ
ଭୁବନେଶ୍ୱର: କର୍କଟ ଏବଂ ରକ୍ତ କର୍କଟ ରୋଗରେ ପୀଡିତ ରୋଗୀଙ୍କ ପାଇଁ ସାମଗ୍ରୀକ ଚିକିତ୍ସା ଓ ଯତ୍ନ ନେବା ଉଦ୍ଦେଶ୍ୟରେ ଏମ୍ସ ଭୁବନେଶ୍ୱରର ମେଡିକାଲ ଅଙ୍କୋଲୋଜି / ହେମାଟୋଲୋଜି ବିଭାଗ ପକ୍ଷରୁ ସ୍ପେଶାଲ ଆଇସିୟୁ ବ୍ୟବସ୍ଥା ଆରମ୍ଭ ହୋଇଛି। ୭ ଶଯ୍ୟା ବିଶିଷ୍ଟ ଆଇସିୟୁ ସେବାକୁ ଗୁରୁବାର ଏମ୍ସ…