Latest Odisha News

BREAKING NEWS

ବନ୍ଦ ହେଲା ୨୨ଟି ନକଲି ୟୁଟୁବ ନ୍ୟୁଜ୍ ଚ୍ୟାନେଲ; ପାକିସ୍ତାନରୁ ହେଉଥିଲା ପ୍ରସାରଣ

ଭୁବନେଶ୍ୱର: ଭାରତୀୟ ସୂଚନା ଓ ପ୍ରସାରଣ ମନ୍ତ୍ରାଳୟ ସୋମବାର ୨୨ଟି ନକଲି ୟୁଟୁବ ନ୍ୟୁଜ୍ ଚ୍ୟାନେଲକୁ ବନ୍ଦ କରିଛି । ମିଛ ଖବର ଓ ଦେଶ ବିରୋଧ ଖବର ପ୍ରସାରଣ ହେଉଥିବା ଅଭିଯୋଗରେ ଏହି ଚ୍ୟାନେଲ ଗୁଡ଼ିକୁ ବନ୍ଦ କରିଦିଆଯାଇଛି । ଏନେଇ ପିଆଇବି ପକ୍ଷରୁ ସୂଚନା ମିଳିଛି ଓ ଆଞ୍ଚଳିକ କାର୍ଯ୍ୟାଳୟ…

[ଭିଡିଓ] ମାତିଛନ୍ତି ଗଞ୍ଜେଇ ମାଫିଆ : ୧୫ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ ,୬ ଗିରଫ

କଟକ : ମାତିଛନ୍ତି ଗଞ୍ଜେଇ ମାଫିଆ । କଟକରେ ପୁଣି ଧରାହେଲା ପୁଳାପୁଳା ଗଞ୍ଜେଇ । ଗିରଫ ହେଲା ୬ ଜଣ । ଗଞ୍ଜେଇକୁ କନ୍ଧମାଳରୁ କୋଲକାତା ଚାଲଣ କରାଯାଉଥିବା ବେଳେ ଏନଏଚର ବାଲିକୁଦା ଛକ ଓ ଟାଙ୍ଗୀ ଠାରେ ମାଡି ବସିଲା କେନ୍ଦ୍ରାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗ  । ହେଲେ ଚାଲାଣକାରୀ ଏହି ଗଞ୍ଜେଇକୁ…

ଲିିଙ୍ଗିପୁର ଏଟିଏମ୍ ଲୁଟ୍ ଘଟଣା : ଦୟାନଦୀ କୂଳରୁ ମିଳିଲା ଭଙ୍ଗା ଏଟିଏମ୍ ,ଦୁର୍ବୃତ୍ତଙ୍କୁ ଖୋଜୁଛି ପୋଲିସ

ଭୁବନେଶ୍ୱର : ଶିଶୁପାଳଗଡ ଏଟିଏମ ଲୁଟ ଘଟଣା । ଦୟାନଦୀ କୂଳରୁ ମିଳିଲା ଭଙ୍ଗା ଏଟିଏମ୍ । ଘଟଣା ସ୍ଥଳରୁ ଲୁଟରେ ବ୍ୟବହୃତ ପିକଅପ୍ ଭ୍ୟାନ ମଧ୍ୟ ଜବତ ହୋଇଥିବା ଡିସିପି ସୂଚନା ଦେଇଛନ୍ତି । ମେସିନ ମିଳିଥିବାବେଳେ ଏଟିଏମରୁ ପ୍ରାୟ ୨୩ଲକ୍ଷ ଟଙ୍କା ଗାୟବ ହୋଇଯାଇଥିବା ସୂଚନା ମିଳିଛି । ଗତକାଲି…

ଭାରତ ବିକାଶ ପରିଷଦ ବାଣୀବିହାର ଶାଖାର ଷଷ୍ଠ ବାର୍ଷିକ ପ୍ରତିଷ୍ଠା ସମାରୋହ

ଭୁବନେଶ୍ୱର : ଭାରତ ବିକାଶ ପରିଷଦ ବାଣୀବିହାର ଶାଖାର ଷଷ୍ଠ ବାର୍ଷିକ ସ୍ଥାପନା ସମାରୋହ ସ୍ଥାନୀୟ ଜୟ ଭାରତ ଭବନଠାରେ ଅନୁଷ୍ଠିତ ହୋଇଯାଇଛି l ଏହି ଉତ୍ସବରେ ସମାଲୋଚକ ବସନ୍ତ କୁମାର ପଣ୍ଡା ମୁଖ୍ୟ ଅତିଥି, ବିଶିଷ୍ଟ ସ୍ତମ୍ଭକାର ହରପ୍ରସନ୍ନ ଦାସ ମୁଖ୍ୟ ବକ୍ତା, ପ୍ରଦୀପ୍ତ କୁମାର ମହାରଣା…

ଜାଲ୍ ସାର୍ଟିଫିକେଟ୍ ଦେଇ ବିଜେବି କଲେଜରେ ଆଡମିଶନ : ୮ ଜଣଙ୍କ ନାରେ ଥାନାରେ ଏତଲା ଦାଏର

ଭୁବନେଶ୍ୱର :ନକଲି ସାର୍ଟିଫିକେଟ ଦେଖାଇ ଆଡମିିଶନ କରିବା ପଡିଲା ମହଙ୍ଗା । ବିଜେବି କଲେଜରେ ୮ ଜଣ ଛାତ୍ରଛାତ୍ରୀ ନକଲି ସାର୍ଟିଫିକେଟ ଦେଖାଇ ଆଡମିଶନ କରିଥିଲେ । ଆଜି ସେମାନଙ୍କ ନାଁରେ କଲେଜ ପକ୍ଷରୁ  ବରଗଡ ଥାନାରେ ଏତଲା ଦିଆଯାଇଛି  । ସେଥି ମଧ୍ୟରୁ ୪ ଜଣ କଟକର ହୋଇଥିବା ବେଳେ ଅନ୍ୟ ଚାରି…

ଏଟିଏମକୁ କାଟି ୧୭ ଲକ୍ଷ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ଭୁବନେଶ୍ୱର : ଭୁବନେଶ୍ୱର ନିକଟସ୍ଥ ଶିଶୁପାଳଗଡରେ ଏଟିଏମ୍ ଲୁଟ୍ । ଏଟିଏମକୁ କାଟି ୧୭ ଲକ୍ଷ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ । ଦୁର୍ବୃତ୍ତ ମାନେ ଟଙ୍କା ଲୁଟିନେଇଥିବା ଘଟଣାକୁ ନେଇ ଚାରିଆଡେ ଚାଞ୍ଚଲ୍ୟ ଖେଳିଯାଇଛି । ଶିଶୁପାଳଗଡ ଇନ୍ଦିରା କଲୋନୀରେ ଥିବା ଏସବିଆଇ ଏଟିଏମରୁ ଦୁର୍ବୃତ୍ତ ମାନେ…

ସମ୍ମୁଖକୁ ଆସିଲା ଯୁଦ୍ଧର ଆଉ ଏକ କରୁଣ ଚିତ୍ର:ମାଆମାନେ ପିଲାଙ୍କ ପିଠିରେ ଲେଖୁଛନ୍ତି ଠିକଣା

କୀଭ: ୟୁକ୍ରେନ ଉପରେ ରୁଷିଆ ଆକ୍ରମଣ କେତେକ ଭୟଙ୍କର ତାହାର ଆଉ ଏକ ନଗ୍ନ ଚିତ୍ର ସମ୍ମୁଖକୁ ଆସିଛି । କିପରି ମାଆମାନେ ପିଲାମାନଙ୍କୁ ବଂଚାଇବା ପାଇଁ ସେମାନଙ୍କ ପିଠିରେ ଠିକଣା ଲେଖୁଛନ୍ତି ତାର ଫଟୋ ସୋସିଆଲ ମିଡିଆରେ ଶେୟାର ହେବା ପରେ ଏହା ଭାଇରାଲ ହୋଇଛି । ଯଦି ରୁଷ ସେନା ଆକ୍ରମଣରେ…

ସମବାୟ ନିର୍ବାଚନ ପାଇଁ ବାଜିଲା ବିଗୁଲ୍ : ଜୁନ ୧୯ ଓ ୨୬ ତାରିଖରେ ନିର୍ବାଚନ

ଭୁବନେଶ୍ୱର : ପଞ୍ଚାୟତ ଓ ପୌର ନିର୍ବାଚନ ସରିବା ପରେ ସମବାୟ ନିର୍ବାଚନ ପାଇଁ ବାଜିଲା ବିଗୁଲ । ଆସନ୍ତା ଜୁନ୍ ୧୯ ଓ ୨୬ ତାରିଖରେ ସମବାୟ ସମିତି ନିର୍ବାଚନ ହେବା ନେଇ ସମବାୟ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ନିର୍ବାଚନରେ କୌଣସି ଦଳୀୟ ଚିହ୍ନ ରହିବ ନାହିଁ । ଆସନ୍ତା ଜୁନ ୧୯…

ରସିକିଆ ନକଲି ଡାକ୍ତର ରମେଶ ସ୍ୱାଇଁଙ୍କ ପତ୍ନୀ ଗିରଫ , ଝାଡଖଣ୍ଡରୁ ଧରିଲା କମିଶନରେଟ ପୋଲିସ

ଭୁବନେଶ୍ୱର : ନକଲି ଡାକ୍ତର ରମେଶ ସ୍ୱାଇଁଙ୍କ ପତ୍ନୀ ଗିରଫ । ରମେଶ ସ୍ୱାଇଁଙ୍କ ଦ୍ୱିତୀୟ ପତ୍ନୀ କମଳାଙ୍କୁ ଝାଡଖଣ୍ଡରୁ ଗିରଫ କରିଛି କମିଶନରେଟ ପୋଲିସ । ବହୁ ଚର୍ଚ୍ଚିତ ଠକେଇ ମାମଲାର ମାଷ୍ଟର ମାଇଣ୍ଡ ଥିଲେ କମଳା । କମଳାଙ୍କୁ ରିମାଣ୍ଡରେ ଆଣିବାକୁ କମିଶନରେଟ ପୋଲିସ ଯୋଜନା କରୁଛି ।…

ସ୍ୱଳ୍ପ ଗଳ୍ପ : ଗୋଟିଏ ଜଟିଳ ପ୍ରେମ କାହାଣୀ

ଜ୍ୟୋତି ନନ୍ଦଙ୍କ ନିୟମିତ ସ୍ତମ୍ଭ ‘ସ୍ୱଳ୍ପ ଗଳ୍ପ’ ଭାଗ : ୧୫ ଶୀର୍ଷକଟି ଠିକ୍ ନୁହଁ,ଏଇଥି ପାଇଁ ଯେ ଏଥିରେ ନୂଆ ବୋଲି କିଛି ନାହିଁ । ଏମିତିରେ ଦେଖିଲେ ପୃଥିବୀରେ ଯେତେ ଯେତେ ପ୍ରେମଗଳ୍ପ ଲେଖା ହୋଇଛି ବା ଆଗକୁ ଲେଖା ହେବ ସେ ସବୁ କେବଳ ଜଟିଳ ପ୍ରେମ କାହାଣୀ । ଜଟିଳ ଏଇଥି…