ପରୀକ୍ଷାରେ ତ୍ରୁଟିକୁ ବରଦାସ୍ତ କଲାନି ଏନଟିଏ, ପରିଚାଳନା ଦାୟିତ୍ୱରେ ଥିବା ସଂସ୍ଥାକୁ କାରଣ ଦର୍ଶାଅ ନୋଟିସ୍
ନୂଆଦିଲ୍ଲୀ: ସର୍ବଭାରତୀୟ ଆୟୁଷ ପୋଷ୍ଟ ଗ୍ରାଜୁଏଟ୍ ପ୍ରବେଶିକା ପରୀକ୍ଷା ପରିଚାଳନାରେ ଦେଖାଦେଇଥିବା ଅବହେଳାକୁ ନେଇ ନ୍ୟାସନାଲ୍ ଟେଷ୍ଟିଂ ଏଜେନ୍ସି ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ରାଜସ୍ଥାନର ଜୟପୁର ସ୍ଥିତ ଏକ ପରୀକ୍ଷା କେନ୍ଦ୍ରରେ ଘଟିଥିବା ବିଭ୍ରାଟ ପାଇଁ ପରୀକ୍ଷା ପରିଚାଳନା…