କୋଇଲା ଦୁର୍ନୀତି: ମମତାଙ୍କ ସାଂସଦ ପୁତୁରା ଏବଂ ବୋହୂଙ୍କୁ ‘ସୁପ୍ରିମ’ ଝଟକା
ନୂଆଦିଲ୍ଲୀ: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଓ ତାଙ୍କ ଦଳ ତୃଣମୂଳ କଂଗ୍ରେସକୁ ଝଟକା। କୋଇଲା ଦୁର୍ନୀତି ମାମଲାରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପୁତୁରା ଅଭିଷେକ ବାନାର୍ଜୀ ଓ ତାଙ୍କ ପତ୍ନୀ ରୁଜିରା ବାନାର୍ଜୀଙ୍କୁ ପଚରାଉଚରା କରିବାକୁ ପ୍ରବର୍ତ୍ତନ…