ମାନସ ସ୍ୱାଇଁ ହତ୍ୟା ମାମଲା : ଅଧାପୋଡା ଚପଲ ,ଇୟରଫୋନ୍ ଓ ହତ୍ୟାକାଣ୍ଡରେ ବ୍ୟବହୃତ ଜିନିଷ ଚଣ୍ଡିଖୋଲରୁ ଜବତ
ଭୁବନେଶ୍ୱର : କ୍ୟାମେରାମ୍ୟାନ ମାନସ ସ୍ୱାଇଁ ହତ୍ୟା ମାମଲାରେ ତନାଘନା ଜାରି ରଖିଛନ୍ତି କ୍ରାଇମବ୍ରାଞ୍ଚ ଟିମ୍ । ମାନସ ହତ୍ୟା ମାମଲାରେ ବ୍ୟବହାର ହୋଇଥିବା ଜିନିଷ ଜବତ କରିଛି କ୍ରାଇମବ୍ରାଞ୍ଚ । କ୍ରାଇମବ୍ରାଞ୍ଚ ଟିମ୍ ଯାଜପୁର ଜିଲ୍ଲାର ଚଣ୍ଡିଖୋଲରୁ କୋଦାଳ, ଗଇଁତି ଓ ଅଖା ବସ୍ତା ଜବତ…