ଓଡ଼ିଶା-ଝାଡ଼ଖଣ୍ଡ ସୀମାରେ ପୁଣି ଆଇଇଡି ବିସ୍ଫୋରଣ
ସୁନ୍ଦରଗଡ଼: ଓଡ଼ିଶା-ଝାଡ଼ଖଣ୍ଡ ସୀମାରେ ପୁଣି ଆଇଇଡି ବିସ୍ଫୋରଣ। ପୃଥକ ପୃଥକ ଦୁଇଟି ସ୍ଥାନରେ ଆଇଇଡି ବିସ୍ଫୋରଣ ହୋଇଛି। ଝାଡ଼ଖଣ୍ଡ କରମପଦା ରେଲୱେ ଷ୍ଟେସନ ନିକଟରେ ବିସ୍ଫୋରଣ ହୋଇଥିବା ବେଳେ ଓଡ଼ିଶାର କେ. ବଲାଙ୍ଗ ଥାନା ରେଞ୍ଜଡ଼ା ରେଲୱେ ଟ୍ରାକ୍ରେ ବିସ୍ଫୋରଣ ଘଟିଛି।
ସୂଚନା ଅନୁସାରେ…