ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲାରେ ଏସଡିଜେଏମ କୋର୍ଟଙ୍କ ଝଟ୍କା
ପୁରୀ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲାକୁ ନେଇ ଝଟ୍କା ଦେଇଛନ୍ତି ପୁରୀ ଏସଡିଜେଏମ କୋର୍ଟ। ଅଦାଲତ ଏହି ମାମଲାରେ ଜିଲ୍ଲାପାଳ, ଓବିସିସି ଓ ଟାଟା ପ୍ରୋଜେକ୍ଟ ନାମରେ ମାମଲା ରୁଜୁ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ପୂର୍ବରୁ ପୁରୀ ଓକିଲ ସଂଘ ସିଂହଦ୍ୱାର ଥାନାରେ ଅଭିଯୋଗ କରିଥିଲେ ବି…