ଉପନିର୍ବାଚନରେ ପ୍ରାର୍ଥୀ ହେବାକୁ ପ୍ରସ୍ତୁତ କହିଲେ ଅଳକା ମହାନ୍ତି
ଝାରସୁଗୁଡା: ପଞ୍ଚାୟତ, ପୌର ପରେ ଏବଂ ରାଜ୍ୟରେ ବ୍ରଜରାଜନଗର ବିଧାନସଭା ଆସନ ପାଇଁ ଉପନିର୍ବାଚନ ହେବାକୁ ଯାଉଛି । ଖୁବଶୀଘ୍ର ତାରିଖ ଘୋଷଣା ହେବ ବୋଲି ଜଣାପଡିଛି । ବିଧାୟକ କିଶୋର ମହାନ୍ତିଙ୍କ ବିୟୋଗ ପରେ ଖାଲି ପଡିଥିବା ଏହି ଆସନରେ କିଏ ପ୍ରାର୍ଥୀ ହେବେ ସେ ନେଇ ଚର୍ଚ୍ଚା ବଢିଛି ।…