ଜାମିନ୍ ଖାରଜ, ବାଣପୁର ଜେଲରେ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ
ବାଣପୁର: ଖାରଜ ହେଲା ଜାମିନ୍, ଜେଲ ଗଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ । ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ୱର ଜିଲ୍ଲା ଦୌରା ଜଜ କୋର୍ଟରୁ ଆମ୍ବୁଲାନ୍ସ ଯୋଗେ ନିଆଯାଇ ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ବାଣପୁର କୋର୍ଟରେ ହାଜର କରାଯାଇଥିଲା । ରାତି ୯ଟା ୧୦ ମିନିଟରେ ହାଜର ହେବା…