Latest Odisha News

BREAKING NEWS

ଟିଏମସି ନେତାଙ୍କୁ ହତ୍ୟା ପରେ ଗାଁରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ, ୧୦ ଜୀବନ୍ତଦଗ୍ଧ

କୋଲକାତା: ପଶ୍ଚିମବଙ୍ଗରେ ପୁଣି ଥରେ ହିଂସା। ଶାସକ ଦଳ ତୃଣମୂଳ କଂଗ୍ରେସ (ଟିଏମସି) ନେତାଙ୍କୁ ହତ୍ୟା ପରେ ଗତକାଲି ରାତିରେ ବୀରଭୂମର ରାମପୁରହାଟର ବୋଗତୁଇ ଗାଁରେ କିଛି ଲୋକ ନିଆଁ ଲଗାଇ ଦେଇଥିଲେ। ଅଗ୍ନିକାଣ୍ଡରେ ୧୦ ଜଣଙ୍କର ମୃତ୍ୟୁ ଘଟିଛି। ଅନ୍ୟ ୩୮ ଜଣ ଆହତ ହୋଇଥିବା କୁହାଯାଉଛି।…

[ଭିଡିଓ] ଭାରସାମ୍ୟ ହରାଇ ଓଲଟିଲା ବସ୍ , ୩୦ ଆହତ

ଢେଙ୍କାନାଳ : ଭାରସାମ୍ୟ ହରାଇ ଓଲଟି ପଡିଲା ବସ୍ । ଢେଙ୍କାନାଳ ଜିଲ୍ଲାର ବଣସିଂହ ନିକଟସ୍ଥ ମା’ ପାଟରାଣୀଙ୍କ ମନ୍ଦିର ପାଖରେ ସମଲେଇ ନାମକ ଯାତ୍ରୀବାହୀ ବସ୍ ଓଲଟି ପଡିଛି । ଏହି ଦୁର୍ଘଟଣାରେ ୩୦ ରୁ ଅଧିକ ଛାତ୍ରଛାତ୍ରୀ ଓ ଯାତ୍ରୀ ଆହତ ହୋଇଛନ୍ତି । ଗୁରୁତର ଅବସ୍ଥାରେ ସେମାନଙ୍କୁ…

ସମ୍ ହସ୍ପିଟାଲରେ ‘ଛ’ ମାସର ଶିଶୁର ହୃଦ୍ ସମସ୍ୟାର ସଫଳ ଅସ୍ତ୍ରୋପଚାର

ଭୁବନେଶ୍ୱର : ସମ୍ ହସ୍ପିଟାଲରେ 'ଛ' ମାସର ଶିଶୁର ସଫଳ ହୃଦ୍ ଅସ୍ତ୍ରୋପଚାର ।  ଶିଶୁର ଶରୀରରେ ଥିବା ଜଟିଳ ହୃଦ ସମସ୍ୟାର ସଫଳ ଅସ୍ତ୍ରୋପଚାର ସମ୍ଭବ ହୋଇପାରିଛି । ନୟାଗଡ ଜିଲ୍ଲା ଦଶପଲ୍ଲା ଅଞ୍ଚଳର ସୁବାସ ଚନ୍ଦ୍ର ବେହେରାଙ୍କ  ଛ’ମାସର ଶିଶୁ ପୁତ୍ରଟି ହୃଦ୍ ପଲମୁନାରୀ ଓ ଲାଇଭ୍…

ଆଜି ବିଶ୍ୱ ଜଳ ଦିବସ : ଜଳ ହିଁ ଜୀବନ

ଭୁବନେଶ୍ୱର : ଆଜି ବିଶ୍ୱ ଜଳ ଦିବସ । ମାନବ କଲ୍ୟାଣର ମୂଳ ଆଧାର ହେଉଛି ଜଳ । ଜଳ ବିନା ପୃଥିବୀପୃଷ୍ଠରେ ପ୍ରାଣୀ,ବୃକ୍ଷଲତା ମନୁଷ୍ୟ ତିଷ୍ଠିବା ଅସମ୍ଭବ । ଜଳ ଆମର ସବୁଠାରୁ ମୂଲ୍ୟବାନ ପ୍ରାକୃତିକ ବନ୍ଧୁ ।ଜଳ ବିନା ଦୁବ ବି କଅଁଳିବା ଅସମ୍ଭବ । ଜଳ ଅଛି ତ ଏ ଜୀବନ ବି ଅଛି ।ଆମ ଦୈନନ୍ଦିନ…

କୃଷ୍ଣ ପ୍ରତିହାରୀ ହତ୍ୟାକାଣ୍ଡ: ଫେରାର ଅନ୍ୟ ୩ ଅଭିଯୁକ୍ତଙ୍କୁ ଧରିଲା ପୁରୀ ପୁଲିସ

ପୁରୀ: କୃଷ୍ଣ ପ୍ରତିହାରୀ ହତ୍ୟାକାଣ୍ଡ । ଫେରାର ଅନ୍ୟ ୩ ଅଭିଯୁକ୍ତଙ୍କୁ ଧରିଲା ପୁରୀ ପୁଲିସପୁରୀର ବରିଷ୍ଠ ସେବାୟତ କୃଷ୍ଣ ପ୍ରତିହାରୀ ହତ୍ୟାକାଣ୍ଡ ମାମଲାରେ ଫେରାର ଥିବା ଅନ୍ୟ ୩ ଅଭିଯୁକ୍ତଙ୍କୁ ଧରିବାରେ ପୁରୀ ପୁଲିସ ସଫଳ ହୋଇଛି। ଏହି କୁନମୁନ ସୁଆର, ହରି ପଣ୍ଡା ଓ ଟୁଟୁ ମହାପାତ୍ର।ଙ୍କୁ…

[ଦେଖନ୍ତୁ ଭିଡିଓ] ପ୍ରଚାର ଶେଷ ଦିନରେ ସରଗରମ ମାହୋଲ: ମଇଦାନରେ ହେଭିୱେଟ

ଜଗତସିଂହପୁର : ଆସନ୍ତା ମାର୍ଚ୍ଚ ୨୪ ତାରିଖରେ ହେବାକୁ ଥିବା ପୌର ନିର୍ବାଚନ ନିମନ୍ତେ ସରଗରମ ହୋଇଉଠିଛି ଜଗତସିଂହପୁର ପୋୖରାଞ୍ଚଳ। ବିଗତ ୨୦୧୩ ପୋୖର ନିର୍ବାଚନରେ ଏଠାରେ କଂଗ୍ରେସ ଦଳ ପୌର ପରିଷଦ ଦଖଲ କରି ବାଜିମାତ କରିଥିଲା । ସେ ଦୃଷ୍ଟିରୁ ଚଳିତ ନିର୍ବାଚନରେ ଶାସକ ବିଜୁ ଜନତା ଦଳ କୌଣସି…

ଦିବଂଗତ ବିଧାୟକଙ୍କ ପୁଅ ନା ମନ୍ତ୍ରୀଙ୍କ ଝିଅ, କିଏ ହେବେ ବ୍ରଜରାଜନଗର ବିଧାନସଭାର ପ୍ରାର୍ଥୀ ?

ଝାରସୁଗୁଡା: କିଶୋର ମହାନ୍ତିଙ୍କ ବିୟୋଗ ପରେ ଖାଲି ପଡିଛି ଝାରସୁଗୁଡାର ବ୍ରଜରାଜନଗର ବିଧାନସଭା ଆସନ । ପୌର ନିର୍ବାଚନ ପରେ ପରେ ଖୁବଶୀଘ୍ର ଉପ ନିର୍ବାଚନ ତାରିଖ ଘୋଷଣା ହେବ ବୋଲି ସୂଚନା ରହିଛି । ତେଣୁ ବ୍ରଜରାଜନଗର ବିଧାନସଭା ଆସନରୁ କିଏ ହେବେ ପ୍ରାର୍ଥୀ ସେ ନେଇ ରାଜନୈତିକ ଦଳଙ୍କ…

ବେଆଇନ୍ ଗଞ୍ଜେଇ କାରବାର, ଏସଟିଏଫ ହାତରେ ବ୍ୟାଙ୍କ କର୍ମଚାରୀ

ଅନୁଗୋଳ: ବେଆଇନ ଗଞ୍ଜେଇ ଚାଲାଣ ମାମଲାରେ ଦୁଇ ଜଣଙ୍କୁ ଗିରଫ କରିଛି ଏସଟିଏଫ୍ । ଅନୁଗୁଳ ଜିଲା ବାଙ୍କ ପଳାସ ଗାଁ ନିକଟରେ ଗଞ୍ଜେଇ ଚାଲାଣ ବେଳେ ସ୍ପେଶାଲ ସ୍କାର୍ଡ ଆଜି ହଠାତ ରେଡ କରିଥିଲା। ଏହାପରେ ଏହି ବେଆଇନ କାରବାରର ପର୍ଦ୍ଦାଫାଶ ହୋଇଛି । ରେଡ୍ ବେଳେ ୧୬୫ କେଜି ଗଞ୍ଜେଇ, ଗୋଟିଏ…

ସୁନ୍ଦରଗଡରେ ୬୦ ଫୁଟ ଉଚ୍ଚ ମୋବାଇଲ ଟାୱାର ଉପରକୁ ଚଢିଗଲେ ବ୍ୟକ୍ତି

ସୁନ୍ଦରଗଡ : ସୁନ୍ଦରଗଡ ଓହ୍ଲାଣି ଗାଁରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ମୋବାଇଲ ଟାୱାର ଉପରକୁ ଚଢିଗଲେ । ହେଲେ ଓହ୍ଲାଇବାର ନାଁ ଧରିଲେନି ।ନାକେଦମ ହେଲା ପୋଲିସ ବାହିନୀ । ସୁନ୍ଦରଗଡ ଜିଲ୍ଲା ହାତିବାରି ଥାନା ଅନ୍ତର୍ଗତ ଓହ୍ଲାଣି ଗାଁରେ ଜଣେ ବ୍ୟକ୍ତି ଗତକାଲି ସନ୍ଧ୍ୟା ସମୟରେ ୬୦…

ଆନନ୍ଦପୁର ବୈତରଣୀ ଡିଭିଜନର ସହକାରୀ ଯନ୍ତ୍ରୀଙ୍କର ୧୧ଟି ପ୍ଲଟ୍ ଠାବ

କେନ୍ଦୁଝର: ଭିଜିଲାନ୍ସ ଜାଲରେ ପଡ଼ିଥିବା କେନ୍ଦୁଝର ଜିଲ୍ଲା ଆନନ୍ଦପୁର ବୈତରଣୀ ଡିଭିଜନର ସହକାରୀ ଯନ୍ତ୍ରୀ ଉମେଶ ଚନ୍ଦ୍ର ଶାସିନୀଙ୍କର ୧୧ଟି ପ୍ଲଟ୍ ଠାବ । ଭୁବନେଶ୍ୱର, ଭଦ୍ରକ, ଯାଜପୁର, ଆନନ୍ଦପୁର, କେନ୍ଦୁଝର ଅଞ୍ଚଳରେ ରହିଛି ଏସବୁ ପ୍ଲଟ । ଖୋର୍ଦ୍ଧା ଜିଲ୍ଲା ବାଲିଅନ୍ତା ମୌଜାରେ ଏକ…