ବଢ଼ିଲା ପେଟ୍ରୋଲ ଓ ଡିଜେଲ୍ ଦାମ୍
ଭୁବନେଶ୍ୱର: ଦେଶରେ ବଢ଼ିଲା ପେଟ୍ରୋଲ ଓ ଡିଜେଲ୍ ଦାମ୍ । ଚାରି ମାସ ପରେ ତୈଳ ଦର ବୃଦ୍ଧି ହୋଇଛି । ପେଟ୍ରୋଲ ଓ ଡିଜେଲ୍ ଦାମରେ ୮୦ ପଇସା ଲେଖାଏ ବୃଦ୍ଧି ହୋଇଛି । ଆଜିଠୁ ଲାଗୁ ହୋଇଛି ବର୍ଦ୍ଧିତ ଦର ।
ଭୁବନେଶ୍ୱରରେ ପେଟ୍ରୋଲ୍ ଦାମ୍ ଲିଟ୍ର ପିଛା ୧୦୨ ଟଙ୍କା ୬୬ ପଇସା ଓ ଡିଜେଲ୍ ଦାମ୍ ୯୨…