CBSE ଦଶମ ରେଜଲ୍ଟ: KiiT ଇଣ୍ଟରନ୍ୟାସ୍ନାଲ୍ ସ୍କୁଲ୍ ଛାତ୍ରଛାତ୍ରୀଙ୍କ ଶତପ୍ରତିଶତ ସଫଳତା, ଅଦ୍ୱେୟ ଷଡ଼ଙ୍ଗୀ ଟପର
ଭୁବନେଶ୍ୱର: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍ଇ) ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ପରୀକ୍ଷା ଫଳ ଆଜି ପ୍ରକାଶିତ ହୋଇଛି। ଏଥିରେ ଦଶମ ଶ୍ରେଣୀରେ କିଟ୍ ଇଣ୍ଟରନ୍ୟାସ୍ନାଲ୍ ସ୍କୁଲ୍ର ଛାତ୍ରଛାତ୍ରୀମାନେ ଶତପ୍ରତିଶତ ସଫଳତା ହାସଲ କରିଛନ୍ତି । ସ୍କୁଲ୍ର ଛାତ୍ର ଅଦ୍ୱେୟ…