କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ୨୦୨୫; ଓଡିଶାରୁ ବିଶିଷ୍ଟ କବି ଗିରିଜା କୁମାର ବଳିୟାରସିଂ ମନୋନିତ
ଭୁବନେଶ୍ବର: କେନ୍ଦ୍ର ସାହିତ୍ୟ ଏକାଡେମୀ ତରଫରୁ ୨୦୨୫ ବର୍ଷ ପାଇଁ ସାହିତ୍ୟ ଏକାଡେମୀ ପୁରସ୍କାର ଘୋଷଣା କରାଯାଇଛି । ବିଭିନ୍ନ ଭାଷାରେ ସାରା ଭାରତର ବିଶିଷ୍ଟ ଲେଖକମାନଙ୍କୁ ଏକାଡେମୀ ପକ୍ଷରୁ ଚୟନ କରାଯାଇଛି । କେନ୍ଦ୍ର ସାହିତ୍ୟ ଏକାଡେମୀ ପକ୍ଷରୁ ଓଡ଼ିଆ, ହିନ୍ଦୀ, ବଙ୍ଗଳା, ତେଲୁଗୁ,…