Latest Odisha News

BREAKING NEWS

ଧାରାବାହିକ ଉପନ୍ୟାସ : ଚୋରାବାଲି (୮୭)

ସ୍ୱର୍ଣ୍ଣଲତା ମହାପାତ୍ରଙ୍କ ଧାରାବାହିକ ଉପନ୍ୟାସ ‘ଚୋରାବାଲି’ ଭାଗ : ୮୭  ନିଜ ପ୍ରଶ୍ନ ଓ ଉତ୍ତର ମଧ୍ୟରେ ନିଜେ ହିଁ ଘାଣ୍ଟି ହେଇପଡିଲା । ଯାହା ହେଲେ ବି ସେ ଦୋଷୀ । ଅନ୍ଧାରକୁ ଫିକା କରି ସୂର୍ଯ୍ୟର ହାଲ୍‌କା, କୋମଳ, କିରଣ ବିଛୁଡି ପଡ଼ିଲା ଚଟାଣରେ । ରାତିର ଝଡ ତୋଫାନ୍…

ସନେଟ : ଅକ୍ଷୟ କଳସୀ

ଅନୀତା ପାଣି  କୋଟି ପୂଣ୍ୟଦାୟୀ ଅକ୍ଷୟ ତୃତୀୟା କଳନା ନ ଥାଏ ଏଠି, ପାହାନ୍ତି ପ୍ରହରୁ କ୍ଷେତ ଅନୁକୁଳ ପୂଜା ହେବେ ମାଆ ମାଟି । ଝୋଟି ପିଠାପଣା ବାସେ ଧୂପଝୁଣା ହଳଦୀ ପାଣି ଅଗୁରୁ , ଶୁଭ ଲଗନରେ ବିଜେ ହେବେ ଲକ୍ଷ୍ମୀ ବୈକୁଣ୍ଠ ଲାଗଇ ଘର । ନୀଳାଚଳ ରାଜା ମାମୁଁ ଘର ଯିବେ ରଥକାଠ…

ଅଭୟଚାନ୍ଦପୁର ଥାନା ହାଜତ ହତ୍ୟା: ପୋଲିସ ଅଧିକାରୀ ଓ ଏସପିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି

ଭୁବନେଶ୍ୱର: ପାରାଦ୍ଵୀପର ଅଭୟଚାନ୍ଦପୁର ଥାନାରେ ମନୋରଞ୍ଜନ ଗେଡି ନାମକ ଯୁବକଙ୍କୁ ବ୍ୟକ୍ତିଙ୍କୁ ବାଡେଇ ବାଡେଇ ମାରିଦେବା ପ୍ରତିବାଦରେ ଆଜି ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ ମାନବାଧିକାର ତଥା ରାଜନୈତିକ ଗଣ-ସଂଗଠନ ପ୍ରତିବାଦ କରିଛନ୍ତି। ଅପରାଧୀ ସନ୍ଦେହରେ କୌଣସି ବ୍ୟକ୍ତିଙ୍କୁ ଗିରଫ କରି…

ସିନ୍ଧୁଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କଲେ ରାଜ୍ୟ ପିସିସି ସଭାପତି

ଚଣ୍ଡିଗଡ: ପଞ୍ଜାବ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ନବଜୋତ ସିଂହ ସିଦ୍ଧୁ ନିର୍ବାଚନ ହାରିବା ପରେ ତାଙ୍କ ବିରୋଧରେ ଅସନ୍ତୋଷ ବଢ଼ିବାରେ ଲାଗିଛି। ପଞ୍ଜାବ କଂଗ୍ରେସ ପ୍ରଭାରୀ ହରିଶ ଚୌଧୁରୀ ହାଇକମାଣ୍ଡ ସୋନିଆ ଗାନ୍ଧୀଙ୍କୁ ଏକ ଚିଠି ଲେଖି ରାଜ୍ୟରେ କଂଗ୍ରେସର ଅବ୍ୟବସ୍ଥା ନେଇ ଆଲୋକପାତ…

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ କ୍ୟାନସର !

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ କ୍ୟାନସର । ବ୍ରିଟିଶ ଗଣମାଧ୍ୟମରେ ଏ ନେଇ ଏକ ରିପୋର୍ଟ ପ୍ରକାଶ କରିଛି। ରୁଷର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ କିଛି ଦିନ ପାଇଁ ଗୁଇନ୍ଦା ବା ଗୁପ୍ତଚର ଏଜେନ୍ସି କେଜିବିର ପୂର୍ବତନ ମୁଖ୍ୟଙ୍କୁ ଦେଶର କ୍ଷମତା ହସ୍ତାନ୍ତର କରିବେ ବୋଲି…

ଦେବଗଡ ବିଧାୟକଙ୍କ ଗିରଫଦାରୀ, କିଏ କେଉଁ ନଜରରେ ଦେଖୁଛି ?

ଭୁବନେଶ୍ୱର: ଦେବଗଡର ବିଜେପି ବିଧାୟକ ତିଳେଇବଣି ବିଡିଓ କୃଷ୍ଣଚନ୍ଦ୍ର ଦଳପତିଙ୍କୁ ମାଡ଼ ମାରିବା ଅଭିଯୋଗରେ ଗିରଫ ହୋଇ ଜେଲ ଯାଇଛନ୍ତି । ମାମଲାର ଶୁଣାଣି ଆସନ୍ତା ୭ ତାରିଖରେ ହେବ । ଏହା ପୂର୍ବରୁ ଆଜି ଦେବଗଡରେ ୧୨ ଘଣ୍ଟିଆ ବନ୍ଦ ପାଳନ କରିଛି ବିଜେପି । ଏହି ସମୟରେ ଦୋକାନ ବଜାର ସମେତ…

ଶାସକ ଦଳର ବିଧାୟକଙ୍କ ନାଁରେ ଯୌନ ନିର୍ଯାତନା ଅଭିଯୋଗ

ଭୁବନେଶ୍ୱର: ଯୁବତୀଙ୍କୁ ଯୌନ ନିର୍ଯାତନା। ଝରିଗାଁ ବିଧାୟକ ପ୍ରକାଶ ମାଝୀଙ୍କ ନାଁରେ ଦୁଷ୍କର୍ମ ଅଭିଯୋଗ ଆଣିଛନ୍ତି ଜଣେ ଯୁବତୀ। ରାଜଧାନୀ ସ୍ଥିତ ଖଣ୍ଡଗିରି ଥାନାରେ ଯୁବତୀ  ଜଣଙ୍କ ବିଜେଡି ବିଧାୟକଙ୍କ ନାଁରେ ଏତଲା ଦେଇଥିବା ସୂଚନା ରହିଛି। ନବରଙ୍ଗପୁର ଝରିଗାଁ ବିଧାୟକ ପ୍ରକାଶ ମାଝି…

AIIMS ଭୁବନେଶ୍ୱରରେ ସଫଳ ବୁଢ଼ା ଆଙ୍ଗୁଳି ପ୍ରତିରୋପଣ

ଭୁବନେଶ୍ୱର : AIIMS ଭୁବନେଶ୍ୱରରେ ସଫଳ ବୁଢ଼ା ଆଙ୍ଗୁଳି ପ୍ରତିରୋପଣ ଛି । AIIMS  ଭୁବନେଶ୍ୱରରେ ସମ୍ପୂର୍ଣ୍ଣ ଛିଡ଼ିଯାଇ ଅଲଗା ହୋଇଯାଇଥିବା ବାମ ହାତ ବୁଢ଼ା ଆଙ୍ଗୁଳିକୁ ସଫଳତାର ସହିତ ପୁନର୍ବାର ଯୋଡ଼ା ଯାଇଛି । ବର୍ଣ୍ଣ‌୍‌ସ ଏବଂ ପ୍ଲାଷ୍ଟିକ୍ ସର୍ଜରୀ ବିଭାଗର ଆସୋସିଏଟ୍ ପ୍ରଫେସର ଡ. ସଞ୍ଜୟ…

କୋରାପୁଟରେ ପୁଲିସକୁ ମାଡ଼ ! ଅଳ୍ପକେ ବର୍ତ୍ତିଲେ ନନ୍ଦପୁର ଥାନା ଇନ୍ସପେକ୍ଟର

କୋରାପୁଟ : କୋରାପୁଟ ଜିଲ୍ଲା ନନ୍ଦପୁର ଥାନା ଲମତାପୁଟ ତହସିଲ ହାଟଶୁକୁରେ ପୁଲିସ ଉପରେ ରବିବାରଦିନ  ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି । ଏହି ଘଟଣାରେ ପୁଲିସ ୨ ଜଣଙ୍କୁ ଅଟକ ରଖି ପଚରା ଉଚୁରା କରୁଛି । ଚିନାମାଟି ଖଣି ଅଂଚଳକୁ ପୁଲିସ  ଗସ୍ତ କରିଥିବାବେଳେ ଲୋକେ ତାହାର ପ୍ରବଳ ବିରୋଧ…

[ଦେଖନ୍ତୁ ଭିଡିଓ] ଅମୁଲକୁଲ କ୍ୟାନ୍ ଭିତରୁ ଉଦ୍ଧାର ହେଲା ସାପ

ଅନୁଗୁଳ : କ୍ୟାନ୍ ଭିତରୁ ଉଦ୍ଧାର ହେଲା ସାପ । ବାହାରେ ପରିତ୍ୟକ୍ତ ସ୍ଥାନରେ ପଡ଼ିରହିଥିଲା ଅମୂଲକୁଲ କ୍ୟାନ୍ । ଆଉ ସେଥିରେ ଫସିଯାଇଥିଲା ଏହି ସାପଟି । ଏହି ଦୃଶ୍ୟ ଦେଖିବାକୁ ମିଳିଥିଲା ଅନୁଗୁଳ ପିଡବ୍ଲ୍ୟୁଡି କଲୋନୀରେ। ଜଣେ ବ୍ୟକ୍ତିଙ୍କ ବାରିପଟେ ଅଳିଆଗଦାରେ ପଡିଥିବା ଅମୁଲକୁଲ କ୍ୟାନରେ…