Latest Odisha News

BREAKING NEWS

ସରକାର ବଞ୍ଚେଇବାକୁ ପାକିସ୍ତାନ ଆର୍ମି କୁ ଭିକ ମାଗିଥିଲେ ଇମ୍ରାନ୍

ଇସଲାମାବାଦ: ସରକାର ବଞ୍ଚେଇବାକୁ ଇମ୍ରାନ ଖାନ୍ ପାକିସ୍ତାନ ଆର୍ମିକୁ ଭିକ ମାଗିବାକୁ ପଛେଇନଥିଲେ । ୯ ଏପ୍ରିଲରେ ପାକିସ୍ତାନ ସୁପ୍ରିମ କୋର୍ଟରେ ଅନାସ୍ଥା ଭୋଟ୍ ଶୁଣାଣି ଆଗରୁ ଇମ୍ରାନ ତାଙ୍କ ଦେଶର ଶକ୍ତିଶାଳୀ ଆର୍ମି ଶରଣ ପଶିଥିଲେ । ଯେକୌଣସି ଉପାୟରେ ତାଙ୍କ ସରକାର ବଞ୍ଚେଇଦେବାକୁ ଭିକ…

କରୋନା ଲଢ଼େଇ ପାଇଁ ମୋଦିଙ୍କ ୩ଟି ମନ୍ତ୍ର; ଖୁବ୍ ଶୀଘ୍ର ହେଉ ଶିଶୁଙ୍କ ଟୀକାକରଣ

ନୂଆଦିଲ୍ଲୀ: ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନଫରେନସିଂ ଜରିଆରେ ଦେଶର ସମସ୍ତ ମୁଖ୍ୟମନ୍ତ୍ରୀଙ୍କ ସହ କରୋନା ସ୍ଥିତି ସମୀକ୍ଷା ବୈଠକ କରିଛନ୍ତି । ଅନେକ ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା ସହ ବଢୁଥିବା ସଂକ୍ରମଣକୁ ରୋକିବା ପାଇଁ ପରାମର୍ଶ ଦେଇଛନ୍ତି ମୋଦି ।…

ପୋଲିସ ଜାଲରେ “ଉଁ ଆଁ” ଗ୍ୟାଙ୍ଗ, ଟାର୍ଗେଟ୍‌ରେ ଥିଲେ ବ୍ୟାଚଲର୍ ଓ କଲେଜ ପଢୁଆ

ଭୁବନେଶ୍ୱର: ରାଜଧାନୀରେ ବେଶ କିଛି ଦିନ ଧରି ଚାଂଚଲ୍ୟ ଖେଳାଇଥିଲେ “ଉଁ ଆଁ” ଗ୍ୟାଙ୍ଗ । ଧାରଣ କରିଥିଲେ ମୁକ ଓ ବଧିର ପରିଚୟ । ହେଲେ ଅସଲ କାମ ଥିଲା ଲୁଟ୍ କରିବା ଓ ଆଖି ପିଛୁଳାକେ ଚମ୍ପଟ୍ ମାରିବା । ଧରାପଡିଲେ ମୁକ ଓ ବଧିର ପରିଚୟ ଦେଇ ଖସିଯିବା ଲାଗି ମଧ୍ୟ ଥିଲା ଫୁଲ୍ ପ୍ରୁଫ୍ ପ୍ଲାନ୍ ।…

ପାରାଦୀପରେ ଦୁଇଦିନିଆ ମିଳିତ ସମରାଭ୍ୟାସ `ସାଗର କବଚ-୧’

ପାରାଦୀପ:  ସମୁଦ୍ରରେ କିପରି ଶତ୍ରୁଙ୍କୁ ଦିଆଯିବ ଜବାବ । ସବୁ ବିଭାଗ ମଧ୍ୟରେ ସମନ୍ବୟ ରଖି କିପରି କରାଯିବ ଅପରେସନ । ଏନେଇ ଆଜିଠୁ ପାରାଦ୍ୱୀପରେ ଆରମ୍ଭ ହୋଇଛି ଦୁଇଦିନିଆ ମିଳିତ ସମରାଭ୍ୟାସ `ସାଗର କବଚ-୧’ ।  ଓଡ଼ିଶାର ୪୮୦ କିଲୋମିଟର ବେଳାଭୂମିରେ ବାହ୍ୟ ଶତୃଙ୍କ ମୁକାବିଲା ପାଇଁ ମିଳିତ…

[ଦେଖନ୍ତୁ ଭିଡିଓ] ସାଂସଦ ଅପରାଜିତା ଷଡଙ୍ଗୀଙ୍କ ପୁରୀ ଗସ୍ତ ନେଇ ହାଇଡ୍ରାମା

ପୁରୀ : ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବିବାଦ ଭିତରେ ପୁରୀରେ ପହଞ୍ଚିଛନ୍ତି ସାଂସଦ ଅପରାଜିତା ଷଡଙ୍ଗୀ । ପୁରୀ ଗସ୍ତ ବେଳେ ହାଇଡ୍ରାମା ଦେଖିବାକୁ ମିଳିଥିଲା । କାରରେ ଯାଉଥିବା ବେଳେ ଚନ୍ଦନପୁରରେ ଅଟକାଇଥିଲା ପୋଲିସ । ଏକାଧିକ ଗାଡି ନେଇ ପୁରୀ ଯାଉଥିବାରୁ ଅନୁମତି ଦେଇନଥିଲା ପୋଲିସ ।…

ତେଲ ଉପରୁ ଭାଟ କମାଇବାକୁ ପ୍ରଧାନମନ୍ତ୍ରୀଙ୍କ ଅନୁରୋଧ, ‘ଖରାର ତାତିଠୁ ଅଧିକ ବାଧୁଛି ତେଲର ତାତି’

ଭୁବନେଶ୍ୱର: ଆଜି ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫେରନସିଂ ଜରିଆରେ କୋଭିଡ ସମୀକ୍ଷାର ବୈଠକ କରିଛନ୍ତି । ଏହି ସମୟରେ ବର୍ଦ୍ଧିତ ତେଲ ଦର ଉପରେ ମଧ୍ୟ ମୋଦୀ ଆଲୋଚନା କରିଛନ୍ତି । ଏବଂ ରାଜ୍ୟ ସରକାରଙ୍କୁ ତେଲ ଉପରୁ ଭାଟ କମାଇବାକୁ…

ପୁରୀ ପରିକ୍ରମା ପ୍ରସଙ୍ଗ: ଅପରାଜିତା ଏବଂ ସମ୍ବିତ ପାତ୍ରଙ୍କୁ ଟାର୍ଗେଟ କଲେ ପିନାକୀ

ଭୁବନେଶ୍ୱର: ପୁରୀ ପରିକ୍ରମା ପ୍ରକଳ୍ପ ପ୍ରସଙ୍ଗରେ ପୁଣି ଥରେ ଜବାବ ରଖି ପୁରୁଣା କଥା ଦୋହରାଇଛନ୍ତି ପୁରୀ ସାଂସଦ ପିନାକୀ ମିଶ୍ର । ବିରୋଧୀ ବିଜେପି ଏହି ପ୍ରସଙ୍ଗରେ କେବଳ ରାଜନୀତି କରୁଛି । ଆଉ କିଛି ନୁହେଁ । ସବୁକିଛି ନିୟମ ଆଧାରରେ ହେଉଛି ବୋଲି ପିନାକୀ ମିଶ୍ର କହିଛନ୍ତି ।…

ପୁରୀ ପ୍ରକଳ୍ପ ପ୍ରସଙ୍ଗରେ ଗଜପତିଙ୍କ ଜବାବ ସନ୍ଦେହ ଜନକ: ନରସିଂହ

ଭୁବନେଶ୍ୱର: ପୁରୀ ଐତିହ୍ୟ ପ୍ରକଳ୍ପକୁ ନେଇ ତେଜିଛି ରାଜନୀତି । ଆଜି କଂଗ୍ରେସ ବିଧାୟକ ଦଳର ନେତା ନରସିଂହ ମିଶ୍ର ଏହି ପ୍ରସଙ୍ଗରେ ନିଜର ପ୍ରତିକ୍ରିୟା ରଖିଛନ୍ତି । ନିକଟରେ ଗଜପତି କହିଥିଲେ ଶ୍ରୀମନ୍ଦିର ସୁରକ୍ଷିତ । କିନ୍ତୁ ଗଜପତିଙ୍କ ଏହି ବୟାନ ସନ୍ଦେହଜନକ ବୋଲି ନରସିଂହ ମିଶ୍ର…

‘ଭିଡ ଥିବା ଟ୍ରେନରୁ ଯାତ୍ରୀ ଖସିପଡ଼ିଲେ କ୍ଷତିପୂରଣ ଦେବ ରେଳ ବିଭାଗ’

ମୁମ୍ବାଇ: ଭିଡ ଥିବା ଟ୍ରେନରୁ ଯାତ୍ରୀ ଖସପଡି ଦୁର୍ଘଟଣାର ଶିକାର ହେଲେ କ୍ଷତିପୂରଣ ଦେବ ରେଳ ବିଭାଗ । ଏପରି ଏକ ନିର୍ଦ୍ଦେଶ ଦେଇଛନ୍ତି ବମ୍ବେ ହାଇକୋର୍ଟ । ଜଷ୍ଟିସ ଭାରତୀ ଡାଙ୍ଗରେ ଏପରି ଏକ ନିର୍ଦ୍ଦେଶ ଦେଇଛନ୍ତି । ଜଣେ ଯାତ୍ରୀ ଟ୍ରେନରୁ ଖସିପଡିବା ପରେ ଗୋଡରେ ଆଘାତ ଲାଗିଥିଲା ।…

ପୁରୀ ଯିବା ବେଳେ ସାଂସଦ ଅପରାଜିତାଙ୍କ ଗାଡ଼ିକୁ ରୋକିଲା ପୋଲିସ

ପୁରୀ: ମହାପ୍ରଭୁଙ୍କ ଦର୍ଶନ କରିବାକୁ ପୁରୀ ଆସୁଥିବା ବେଳେ ଭୁବନେଶ୍ଵର ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କୁ ଚନ୍ଦନପୁରରେ ପୁଲିସ ଅଟକାଇଥିଲା । ଏନେଇ ନିଜେ ପୁରୀ ଏସପି ସୂଚନା ଦେଇଛନ୍ତି । ଏହାପରେ ଭୁବନେଶ୍ଵର ସାଂସଦ  ନିଜ ସମର୍ଥକଙ୍କ ସହ ପାଦରେ ଚାଲିଚାଲି ମହାପ୍ରଭୁଙ୍କ ଦର୍ଶନ କରିବାକୁ…