Latest Odisha News

BREAKING NEWS

ନିଅଣ୍ଟିଆ ବର୍ଷାକୁ ନେଇ ଚିନ୍ତାରେ ଚାଷୀ

ଭୁବନେଶ୍ୱର: ରଜରେ ଓଡ଼ିଶା ଛୁଇଁବ ମୌସୁମୀ । ହେଲେ ତା ପୂର୍ବରୁ ନିଅଣ୍ଟିଆ ବର୍ଷା ଚାଷୀଙ୍କୁ ଆତଙ୍କିତ କଲାଣି । ପାଣିପାଗ ବିଭାଗର ସୂଚନା ପ୍ରକାର ଜୁନ୍ ୧ରୁ ୧୨ ମଧ୍ୟରେ ରାଜ୍ୟରେ ୧୦.୭ ମିମି ବର୍ଷା ରେକର୍ଡ କରାଯାଇଛି । ଯାହାକି ସ୍ୱାଭାବିକ ବର୍ଷା ୫୦.୮ ମିମି ତୁଳନାରେ ୭୯% କମ୍ ରହିଛି ।…

[ଦେଖନ୍ତୁ ଭିଡିଓ] ୭୦ ଘଣ୍ଟା ହେଲା ୮୦ ଫୁଟ୍ ତଳେ ଫସିଛି ରାହୁଲ୍, ଉଦ୍ଧାର କାର୍ଯ୍ୟ ଜାରି

ରାୟପୁର: ବୋରୱେଲରୁ ମୁକୁଳିବ ରାହୁଲ । ସଫଳ ହେବ ୭୦ ଘଣ୍ଟାର ଅପରେସନ୍ । ସମୟ ଗଡ଼ିବା ସହ ସସପେନ୍ସ ବଢ଼ୁଛି । ଶେଷ ପର୍ଯ୍ୟାୟରେ ପହଞ୍ଚିଛି ରାହୁଲ ରେସ୍କ୍ୟୁ ଅପରେସନ୍ । ଛତିଶଗଡ଼ର ଜାଞ୍ଜଗିରିର ଏକ ଗାଁରେ ଦୀର୍ଘ ୭୦ ଘଣ୍ଟା ହେଲା ବୋରୱେଲରେ ଫସିଛି ୧୦ ବର୍ଷର ରାହୁଲ । ଏନଡିଆରଏଫ୍,…

[ଦେଖନ୍ତୁ ଭିଡିଓ] ଅବକାରୀ ବିଭାଗର ଚଢାଉ, ମହୁଲି ମଦ ଜବତ ସହ ୨ ଗିରଫ

ରାୟଗଡା:  ଅବକାରୀ ବିଭାଗର ଚଢାଉ। ୪ହଜାର ଲିଟରରୁ ଅଧିକ ମହୁଲ ପୋଚ ଜବତ ହୋଇଥିବା ବେଳେ ୩୧୫ଲିଟର ଦେଶୀ ମଦ ଜବତ ହୋଇଛି। ଘଟଣାରେ ସମ୍ପୃକ୍ତି ନେଇ ଦୁଇ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୁଲିସ। ଗୁଣପୁର ରେଞ୍ଜରେ ଚଢାଉ କରାଯାଇ ସେଠାରୁ ଏହି ସବୁ ମହୁଲି ମଦ ସହିତ ଦେଶୀ ମଦ ଜବତ…

ରଜରେ ପାନଖିଆ ଏକ ନିଆରା ଓଡ଼ିଆ ପରମ୍ପରା…

- ଦେବଦତ୍ତ ରଥ ଆସନ୍ତା କାଲିଠାରୁ ଆରମ୍ଭ ହୋଇଯିବ ରଜ । କାଲି ପହଲି ରଜ ପୂର୍ବରୁ ଆଜିଠାରୁ ଆରମ୍ଭ ହୋଇଗଲାଣି ରଜ ପାଇଁ ସଜବାଜ । ରଜରେ ପାନଖିଆ ଏକ ନିଆରା ଓଡ଼ିଆ ପରମ୍ପରା । ପ୍ରୀତିର ବନ୍ଧନ ହେଉଛି ପାନ। ପ୍ରୀତି, ପ୍ରେମ, ବନ୍ଧୁତାକୁ ଆଦି ଛଅଟି ଲକ୍ଷଣ ନିର୍ଦ୍ଧାରିତ କରାଯାଇଛି । ଦିଏ,…

ଟ୍ରେନରେ ଋଷିକେଶକୁ ଗଞ୍ଜେଇ ଚାଲାଣ ବେଳେ ଜଣେ ଗିରଫ

ଭୁବନେଶ୍ୱର: ଟ୍ରେନରେ ଗଞ୍ଜେଇ ଚାଲାଣ । ପୁରୀ-ଋଷିକେଶ ଉତ୍କଳ ‌ଏକ୍ସେପ୍ରେସରେ ଗଞ୍ଜେଇ ଚାଲାଣ ବେଳେ ୨ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ କରାଯାଇଛି । ଖୋର୍ଦ୍ଧା ଷ୍ଟେସନରୁ ଟ୍ରେନରେ ହରିଦ୍ୱାର ଯିବା ପାଇଁ ଯୋଜନା ବେଳେ ବାଟରୁ ଅଭିଯୁକ୍ତକୁ ଧରିଛି ରେଲୱେ କ୍ରାଇମବ୍ରାଞ୍ଚ, ଆରପିଏଫ୍ ଏସଟିଏଫ୍ ।…

[ଦେଖନ୍ତୁ ଭିଡିଓ] ରାହୁଲ ଗାନ୍ଧୀଙ୍କୁ ଇଡି ଜେରାକୁ ବିରୋଧ, ଭୁବନେଶ୍ୱର ଇଡି ଅଫିସ୍ ଆଗରେ କଂଗ୍ରେସର ବିକ୍ଷୋଭ

ଭୁବନେଶ୍ୱର: ନ୍ୟାସନାଲ୍ ହେରାଲ୍ଡ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ରାହୁଲ ଗାନ୍ଧୀଙ୍କୁ ଜେରା କରିଛି । ଯାହାର ବିରୋଧ କରିଛି ଦଳ । ରାହୁଲଙ୍କୁ ଇଡିର ଜେରାକୁ ବିରୋଧ କରି ଓଡ଼ିଶା କଂଗ୍ରେସ ପକ୍ଷରୁ ଭୁବନେଶ୍ୱର ଇଡି କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି ନେତା ଓ…

ମନି ଲଣ୍ଡରିଂ ମାମଲା : ରାହୁଲ ଗାନ୍ଧୀଙ୍କୁ ଇଡିର ଜେରା, ପଚରାଉଚରା କରୁଛନ୍ତି ୩ ବରିଷ୍ଠ ଅଧିକାରୀ

ଦିଲ୍ଲୀ: ମନି ଲଣ୍ଡରିଂ ମାମଲାରେ ରାହୁଲ ଗାନ୍ଧୀଙ୍କୁ ପଚରାଉଚରା ଚାଲିଛି । ରାହୁଲଙ୍କୁ ଇଡିର ୩ ବରିଷ୍ଠ ଅଧିକାରୀ ପଚରାଉଚରା କରୁଛନ୍ତି । ଏହି ମାମଲାରେ ରାହୁଲଙ୍କୁ ଇଡି ଜୁନ୍ ୨ ତାରିଖରେ ହାଜର ହେବାକୁ ଡକାଇଥିଲା । କିନ୍ତୁ ବିଦେଶରେ ଥିବା କହି ରାହୁଲ୍ ହାଜର ହୋଇପାରିନଥିଲେ । ଇଡିର…

ଡ୍ରଗ୍ସ ସେବନ ଅଭିଯୋଗରେ ଶ୍ରଦ୍ଧା କପୁରଙ୍କ ଭାଇ ସିଦ୍ଧାନ୍ତଙ୍କୁ ହେପାଜତକୁ ନେଲା ପୋଲିସ

ବେଙ୍ଗଳୁରୁ: ପୁଣି ଡ୍ରଗ୍ସ ଜାଲରେ ବଲିଉଡ୍ ତାରକା । ସୁଶାନ୍ତ ସିଂହ ରାଜପୁତଙ୍କ ମାମଲା ପରେ ଜଣଙ୍କ ପରେ ଜଣେ ବଲିଉଡ୍ ତାରକା ଡ୍ରଗ୍ସ ଜାଲରେ ଛନ୍ଦି ହୋଇ ପଡ଼ିଥିଲେ । ଯାହାକୁ ନେଇ ଆଶ୍ଚର୍ଯ୍ୟ ହୋଇ ପଡ଼ିଥିଲେ ସମସ୍ତେ । ଏବେ ସେହି ଡ୍ରଗ୍ସ ମାମଲାରେ ଫସିଛନ୍ତି ଅଭିନେତ୍ରୀ ଶ୍ରଦ୍ଧା କପୁରଙ୍କ…

ପୁରପଲ୍ଲୀରେ ରଜୋତ୍ସବର ମହାପର୍ବ

ଲକ୍ଷ୍ମଣ ସାହୁଙ୍କ ନିୟମିତ ସ୍ତମ୍ଭ  ଓଡ଼ିଶାରେ ରଜ ଏକ ପାରମ୍ପରିକ ପର୍ବ । ଏହାକୁ ମଧ୍ୟ ଗଣପର୍ବ କୁହାଯାଏ । ନିପଟ ପଲ୍ଲୀ ଗାଁ ଗହଳଳି ଠାରୁ ଆରମ୍ଭ କରି ସହର ଯାଏଁ ଏହି ପର୍ବ ଧୁମଧାମରେ ଚାରି ଦିନ ଧରି ପାଳିତ ହୋଇଥାଏ । ଏହା ମିଥୁନ ମାସର ଦ୍ଵିତୀୟ ଦିନରୁ ଆରମ୍ଭ ହୋଇଥାଏ । ରଜ…

ନିର୍ଦ୍ୱନ୍ଦ୍ୱରେ ବାଚସ୍ପତି ଭାବେ ନିର୍ବାଚିତ ହେଲେ ବିକ୍ରମ କେଶରୀ ଆରୁଖ

ଭୁବନେଶ୍ୱର: ବିଧାନସଭା ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି ବିକ୍ରମ କେଶରୀ ଆରୁଖ । ସ୍ୱତନ୍ତ୍ର ଅଧବେଶନରେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି ଆରୁଖ । ବାଚନିକ ଭୋଟ ପରେ ନୂଆ ବାଚସ୍ପତିଙ୍କ ନାଁ ଘୋଷଣା କରାଯାଇଛି । ଆରୁଖଙ୍କ ନାଁ ଘୋଷଣା କରିଛନ୍ତି ଉପବାଚସ୍ପତି ରଜନୀକାନ୍ତ ସିଂହ ।…