ଅପରେସନ ସାଇବର କବଚ: ୩୪,୧୦୧ଟି ବେନାମୀ ବ୍ୟାଙ୍କ ଆକାଉଣ୍ଟ ଯାଞ୍ଚ, ୩୩୬ ଜଣ ଗିରଫ
ଭୁବନେଶ୍ବର: ସାଇବର ଅପରାଧ ଉପରେ ଲଗାମ ଲଗାଇବା ପାଇଁ ଓଡ଼ିଶା ପୋଲିସ ପକ୍ଷରୁ ଆରମ୍ଭ ହୋଇଥିବା ବିଶେଷ ଅଭିଯାନ ‘ଅପରେସନ ସାଇବର କବଚ’ ସମଗ୍ର ରାଜ୍ୟରେ ଜାରି ରହିଛି । ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆଙ୍କ ନିର୍ଦ୍ଦେଶକ୍ରମେ ଜିଲ୍ଲା ଏସ୍ପି ଓ ଡିସିପି ମାନଙ୍କ…