Latest Odisha News

BREAKING NEWS

୩ ମହାନଗର ନିଗମ ପାଇଁ ମେୟର ପ୍ରାର୍ଥୀ ଘୋଷଣା କଲା ବିଜେଡି

ଭୁବନେଶ୍ୱର: ରାଜ୍ୟର ୩ ମହାନଗର ନିର୍ବାଚନ ପାଇଁ ମେୟର ପ୍ରାର୍ଥୀ ଘୋଷଣା କରିଛି ବିଜେଡି । ଭୁବନେଶ୍ୱର ମହାନଗର ନିଗମ ପାଇଁ ସୁଲୋଚନା ଦାସଙ୍କ ନାଁରେ ମୋହର ମାରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ସୁଲୋଚନା ଦାସ ଏବେ ଭିନ୍ନକ୍ଷମ କମିସନର ଅଧ୍ୟକ୍ଷ ଅଛନ୍ତି । ସେହିପରି ବ୍ରହ୍ମପୁର…

ଭୁବନେଶ୍ୱର ,କଟକ ଓ ବ୍ରହ୍ମପୁର ପାଇଁ ମେୟର ପ୍ରାର୍ଥୀଙ୍କ ନାଁ ଘୋଷଣା କଲା ବିଜେଡି

ଭୁବନେଶ୍ୱର : ପୌର ନିର୍ବାଚନ ପାଇଁ ବିଜେଡି ମେୟର ପ୍ରାର୍ଥୀଙ୍କ ନାଁ ଘୋଷଣା । ଭୁବନେଶ୍ୱର ମହାନଗର ନିଗମରୁ ସୁଲୋଚନା ଦାସ ହେଲେ ମେୟର ପ୍ରାର୍ଥୀ । ବ୍ରହ୍ମପୁର ମହାନଗର ନିଗମରୁ ସଂଘମିତ୍ରା ଦଳେଇ ଓ କଟକରୁ ସୁବାସ ସିଂ ହେଲେ ବିଜେଡିର ମେୟର ପ୍ରାର୍ଥୀ ।

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୬ ତମ ଜୟନ୍ତୀ ପାଳିତ

ଭୁବନେଶ୍ବର: ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୬ ତମ ଜୟନ୍ତୀ ଭୁବନେଶ୍ବରରେ ଥିବା ରାଜ୍ୟ ବିଜେଡି କାର୍ଯ୍ୟାଳୟରେ ପାଳିତ ହୋଇଛି। ଏଥିରେ ଦଳର ବରିଷ୍ଠ ନେତା ଦେବୀ ମିଶ୍ର, ସଞ୍ଜୟ ଦାସବର୍ମା, ଅଶୋକ ପଣ୍ଡା, ପ୍ରସନ୍ନ ପାଟଶାଣୀଙ୍କ ସମେତ ବହୁ ବିଧାୟକ ଯୋଗ ଦେଇଥିଲେ। ସେହିପରି ଫରେଷ୍ଟ…

ମୁଁ ୟୁକ୍ରେନରେ ଅଛି : ଜେଲିଂସ୍କି

କୀଭ: ୟୁକ୍ରେନ ରାଷ୍ଟ୍ରପତି ଭୋଲେଡିମିର ଜେଲେଂସ୍କି ପୋଲାଣ୍ଡ ଖସି ପଳାଇଥିବା ନେଇ ଖବର ପ୍ରକାଶ ପାଇଥିଲା । ତେବେ ଏହାକୁ ଖଣ୍ଡନ କରି ଜେଲେଂସ୍କି । ସେ କହିଛନ୍ତି ମୁଁ ଗୁପ୍ତ ବଙ୍କରରେ ସୁରକ୍ଷିତ ଅଛି । ରୁଷିଆର କିଲର ଗ୍ରୁପ ମୋତେ ମାରିବା ପାଇଁ ଖୋଜି ବୁଲୁଛନ୍ତି । ସେମାନେ ୩ଥର ଉଦ୍ୟମ…

ଯୁଦ୍ଧରେ ୟୁକ୍ରେନରେ ଗଲାଣି ୨୮ ଶିଶୁଙ୍କ ଜୀବନ, ଶତାଧିକ ଆହତ

ଓଡ଼ିଶା ସମ୍ବାଦ ବ୍ୟୁରୋ: ୟୁକ୍ରେନ୍-ରୁଷ୍ ଯୁଦ୍ଧ ଭିତରେ ବଳି ପଡୁଛନ୍ତି ସାଧାରଣ ନାଗରିକ । ଅକାଳରେ ଜୀବନ ଯାଉଛି । ଏଯାଏ ଯୁଦ୍ଧରେ ୟୁକ୍ରେନରେ ଶତାଧିକ ଲୋକଙ୍କର ମୃତ୍ୟୁ ହେଲାଣି । ଫେବ୍ରୁଆରୀ ୨୪ରେ ୟୁକ୍ରେନ୍ ଉପରେ ଆକ୍ରମଣ କରିଥିଲା ରୁଷ୍ । ଏହାରି ଭିତରେ ରୁଷ ସେନାର ମିସାଇଲ୍, ରକେଟ ଓ…

ଦିଲ୍ଲୀ ଫ୍ଲାଇଙ୍ଗ୍ କ୍ଲବରେ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ଦିଲ୍ଲୀ : ଆଜି ପ୍ରବାଦ ପୁରୁଷ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ୧୦୬ ତମ ଜୟନ୍ତୀ । ଏହି ଅବସରରେ ଦିଲ୍ଲୀ ପ୍ଲାଇଙ୍ଗ୍ କ୍ଲବରେ ବିଜୁ ବାବୁଙ୍କ ଜୟନ୍ତି ପାଳନ ହୋଇଯାଇଛି । ଦିଲ୍ଲୀ ଫ୍ଲାଇଙ୍ଗ କ୍ଲବ ଅଧ୍ୟକ୍ଷ ଡ. ବିବିଏଲ୍ ମଧୁକରଙ୍କ ସଭାପତିତ୍ୱରେ ଏହା ପାଳନ କରାଯାଇଛି । ବିଜୁ ବାବୁଙ୍କ ଜୟନ୍ତିକୁ…

ଶ୍ରୀଲଙ୍କା ବିପକ୍ଷ ଟେଷ୍ଟରେ ଶତକ ମାରିଲେ ରବୀନ୍ଦ୍ର ଜାଡେଜା

ମୋହାଲି: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟରେ ଶତକ ମାରିଲେ ରବୀନ୍ଦ୍ର ଜାଡେଜା । ୧୬୦ ବଲରୁ ସେ ସେଞ୍ଚୁରୀ ମାରିଛନ୍ତି । ଏହା ତାଙ୍କର ଟେଷ୍ଟ କ୍ୟାରିୟରରେ ଦ୍ୱିତୀୟ ଶତକ । ଭାରତ ୫ ୱିକେଟରେ ୨୨୮ ରନ୍ କରିଥିବା ବେଳେ ମୈଦାନକୁ ଓହ୍ଲାଇଥିଲେ ରବୀନ୍ଦ୍ର ଜାଡେଜା । ଆର୍. ଅଶ୍ୱିନଙ୍କ ସହ ମିଶି ଦଳୀୟ…

କୁଳାଙ୍ଗାର ଉବାଚ : ପ୍ରିୟେ

ତମେ ବଗିଚାର ଫୁଲ ନା କୋଉ କାନଭାସର ଚିତ୍ର; ତୁମକୁ ଭେଟିଲା ପରେ ଭୁଲେ ମୁଁ ଜୀବନର ସରଳ ସୂତ୍ର! ତମ ପାଇଁ ଜିଇଁଛି ମୁଁ ତମେ ଯାହା କହିବ କରିବି; କହିବ ତ ବାପଧନ ନେଇ ତମ ଭ୍ୟାନିଟିରେ ଭରିବି! ତମେ ଏମିତି ଗୋଟେ ସାଇତା ବିଚିତ୍ର ଅସ୍ତ୍ର; ସାମାନ୍ୟ ବିକିରଣରେ ମୋ ଦେହ ଓ…

ହତ୍ୟାକାରୀ ବଡ଼ଭାଇ: ସାନ ଭାଇକୁ ତଣ୍ଟି ଚିପି ମାରିଲା

ବଲାଙ୍ଗିର: ରକ୍ତ ସମ୍ପର୍କରେ ରକ୍ତର ଛିଟା । ସାନ ଭାଇକୁ ତଣ୍ଟି ଚିପି ହତ୍ୟା କଲା ବଡ଼ ଭାଇ । ସାନ ଭାଇ ମଦ ପିଇ ଗାଳିଗୁଳଜ କରିବାରୁ ହତ୍ୟା କରିଛି ବଡ଼ ଭାଇ । ବଲାଙ୍ଗିର ଜିଲ୍ଲା ସଦର ଥାନା ଅନ୍ତର୍ଗତ ଚମାରପଡ଼ା ଗାଁରେ ଏହି ହତ୍ୟାକାଣ୍ଡ ଘଟିଛି । ମୃତକ ହେଲେ ଯୋଶେଫ ରୋହିଦା । ଏହି ଘଟଣାରେ…

ୟୁକ୍ରେନର ସୁମି ସହର ଉପରେ ରୁଷ୍ ଆଖି, ଜାରି ହେଲା ଆକ୍ରମଣ ଆଲର୍ଟ

କିଭ୍(ୟୁକ୍ରେନ): ରୁଷ୍-ୟୁକ୍ରେନ୍ ଯୁଦ୍ଧର ଆଜି ଦଶମ ଦିନ । ଘମାସାନ ଲଢ଼େଇ ଚାଲିଛି । ୟୁକ୍ରେନର ଗୋଟିଏ ପରେ ଗୋଟିଏ ସହରକୁ ଟାର୍ଗେଟ କରୁଛୁ ରୁଷ ସେନା । ଏବେ ୟୁକ୍ରେନର ଉତ୍ତରରେ ଖାରକିଭକୁ ଲାଗି ଥିବା ସୁମି ସହର ଉପରେ ଆକ୍ରମଣ ଆରମ୍ଭ ହୋଇଛି । ଆଗକୁ ଜୋରଦାର ହମଲା କରିପାରେ ରୁଷ୍ ।…