ରାଜ୍ୟସଭାରୁ ଇସ୍ତଫା ଦେଲେ କଟକ ମେୟର ସୁବାସ ସିଂହ
କଟକ: ରାଜ୍ୟସଭା ପଦରୁ ଇସ୍ତଫା ଦେଲେ କଟକର ମେୟର ସୁବାସ ସିଂହ। ସାମ୍ବାଦିକ ସମ୍ମିଳନୀ ଜରିଆରେ ରାଜ୍ୟସଭାରୁ ନିଜର ଇସ୍ତଫା ବାବଦରେ ଘୋଷଣା କରିଛନ୍ତି। ରାଜ୍ୟସଭା ଅଧ୍ୟକ୍ଷଙ୍କୁ ସେ ତାଙ୍କର ଇସ୍ତଫା ପତ୍ର ପଠାଇଛନ୍ତି। ୨ ବର୍ଷରୁ ଅଧିକ ସମୟ ରାଜ୍ୟସଭା ସଦସ୍ୟ ଭାବେ କାର୍ଯ୍ୟ କରିଛନ୍ତି। ୨୦୨୦…