ରାଜ୍ୟ ଦୁର୍ନୀତି ନିବାରଣ ବିଭାଗକୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କାହିଁକି
ଭୁବନେଶ୍ବର: ରାଜ୍ୟ ସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇଥିଲେ।
ଏହି ଅବସରରେ ସେ କହିଛନ୍ତି ଯେ, ଏହି କାର୍ଯ୍ୟକ୍ରମ ଦୁର୍ନୀତି ନିବାରଣ ପାଇଁ କେବଳ ଏକ ପ୍ରତିକାତ୍ମକ କାର୍ଯ୍ୟକ୍ରମ ନୁହେଁ। ଏହା ଦୁର୍ନୀତିଖୋର୍ ଅଧିକାରୀଙ୍କୁ ଏବଂ…