Latest Odisha News

BREAKING NEWS

ଠାକୁରମୁଣ୍ଡାର ଠକ ଡାକ୍ତର କାରନାମା: ମଣିଷକୁ ଦେଲେ ପଶୁ ଇଞ୍ଜେକସନ

 ମୟୁରଭଞ୍ଜ: ମଣିଷ ଦେହରେ ପଶୁଙ୍କ ଇଞ୍ଜେକ୍ସନ ଦେଲା ନକଲି ଡାକ୍ତର  । ମୟୁରଭଞ୍ଜ ଜିଲ୍ଲା ଠାକୁରମୁଣ୍ଡା ବ୍ଲକରୁ ଏପରି ଅଭାବନୀୟ ଘଟଣା ସାମ୍ନାକୁ ଆସିଛି ।  ଠାକୁରମୁଣ୍ଡା ବ୍ଲକ ମହୁଲଡିହାରେ ଜଣେ ବ୍ୟକ୍ତିଙ୍କୁ ଅଣ୍ଟା ବ୍ୟଥା ପାଇଁ ପଶୁଙ୍କ ପାଇଁ ବ୍ୟବହୃତ ଇଞ୍ଜେକ୍ସନ ବ୍ୟବହାର କରିବା…

[ଦେଖନ୍ତୁ ଭିଡିଓ] ଶ୍ରୀକ୍ଷେତ୍ରରେ ଚାଲିଥିବା ସାହିଯାତରେ ଲଙ୍କାପୋଡି ନୀତି

ପୁରୀ : ପବିତ୍ର ଶ୍ରୀରାମ ନବମୀରୁ ଶ୍ରୀକ୍ଷେତ୍ରରେ ଚାଲିଥିବା ସାହିଯାତ୍ରାରେ ଲଙ୍କାପୋଡି ନୀତି ଅନୁଷ୍ଠିତ ହୋଇଯାଇଛି । ଚୈତ୍ର ପୂର୍ଣ୍ଣିମା ତିଥିରେ ଦୋଳମଣ୍ଡପ ସାହି ଆଖେଡା ପକ୍ଷରୁ ଲଙ୍କାପୋଡି ପ୍ରସ୍ତାବ କରାଯାଇଥିଲା । ମହାପ୍ରଭୁଙ୍କ ଆଜ୍ଞାମାଳା ପ୍ରାପ୍ତ ହେବା ପରେ ରାବଣ ଓ ହନୁମାନ…

[ଦେଖନ୍ତୁ ଭିଡିଓ] ପ୍ରବାଦପୁରୁଷ ବିଜୁ ବାବୁଙ୍କ ଶ୍ରାଦ୍ଧ ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର : ମନେ ପଡ଼ନ୍ତି ବିଜୁ ବାବୁ । ଆଜି ପ୍ରବାଦ ପୁରୁଷ, ମହାନ ଜନନାୟକ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ୨୫ ତମ ଶ୍ରାଦ୍ଧ ଦିବସ । ଆଜି ତାଙ୍କ ଶ୍ରାଦ୍ଧ ବାର୍ଷିକୀରେ ରାଜ୍ୟର କୋଣ ଅନୁକୋଣରେ ହେଉଛି ତାଙ୍କ ସ୍ମୃତିଚାରଣ । ଏହି ଅବସରରେ ବିଧାନସଭା ପରିସରରେ…

ସାହିତ୍ୟରେ ସର୍ଜନାର ଗଭୀରତାକୁ ମପାଯାଉ : ରାଜଲକ୍ଷ୍ମୀ ତ୍ରିପାଠୀ

ସମକାଳୀନ ଓଡ଼ିଆ ସାହିତ୍ୟରେ ଏକ ଶ୍ରସଦ୍ଧ ଉଚ୍ଚାରଣ ରାଜଲକ୍ଷ୍ମୀ ତ୍ରିପାଠୀ । ତାଙ୍କର ପ୍ରତ୍ୟେକ ସୃଷ୍ଟିରେ ଥାଏ ଅନେକ ସାହିତ୍ୟର ଅନେକ ଅନାଲୋଚିତ ଦିଗ ଓ ପୁଣି ତାର ଆଲୋଚନା । କବିତା ଓ ଗଳ୍ପରୁ ତାଙ୍କ ସାହିତ୍ୟିକ ଜୀବନ ଆରମ୍ଭ ହୋଇଥିଲେ ହେଁ ପ୍ରବନ୍ଧ ରଚନାରେ ସେ ସିଦ୍ଧହସ୍ତ । ପ୍ରବନ୍ଧର…

[ଦେଖନ୍ତୁ ଭିଡିଓ] ଓଡ଼ିଆ ମାନଙ୍କର ଗର୍ବ ଗୌରବ : ଝଡ଼ର ଇଗଲ ତଥା ମହାନ ଜନନାୟକଙ୍କ ସ୍ମୃତିରେ . . .

ଭୁବନେଶ୍ୱର : ବିଜୟାନନ୍ଦ ପଟ୍ଟନାୟକ ବନାମ ବିଜୁ ପଟ୍ଟନାୟକ।  ବିଜୁ ପଟ୍ଟନାୟକ, ଓଡିଆମାନଙ୍କର ଗର୍ବ ଏବଂ ଗୌରବ, ଆଧୁନିକ ଓଡିଶାର କିମ୍ବଦନ୍ତୀ ନେତା ତଥା ସ୍ଥପତି, ସେ ନିଜକୁ ଭୂମିପୁତ୍ର ଭାବରେ ପ୍ରମାଣିତ କରିଛନ୍ତି ତାଙ୍କର ଅଭିନବ, ସାହସ ଏବଂ କ୍ରାନ୍ତିକାରୀ ପଦକ୍ଷେପ ମାଧ୍ୟମରେ | ଏହି…

ଜଗା ଦର୍ଶନ ହେଲା ଶେଷ ଦର୍ଶନ: ଶ୍ରୀମନ୍ଦିରରେ ଟଳିପଡ଼ି ଶ୍ରଦ୍ଧାଳୁଙ୍କ ମୃତ୍ୟୁ

ପୁରୀ: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ଲାଗି ସୁଦୂର ଛତିଶଗଡ଼ରୁ ଛୁଟି ଆସିଥିଲେ ଜଣେ ବୃଦ୍ଧ। ସେ ନିଜର ପରିବାର ସହ ପୁରୀ ଆସିଥିଲେ। କିନ୍ତୁ ଜାଣି ନଥିଲେ ଯେ ଏହି ଯାତ୍ରା ହେବ ତାଙ୍କର ଶେଷ ଯାତ୍ରା। ଆଜି ସକାଳ ପ୍ରାୟ ସାଢ଼େ ୯ଟା ବେଳେ ଏଭଳି ଘଟଣା ଘଟିଥିବା ଜଣାଯାଇଛି। ଛତିଶଗଡ଼ର ୭୨…

ପୁରୀ ବେଳାଭୂମିରେ ବିଚ୍‌ କନେକ୍ଟ କାର୍ଯ୍ୟକ୍ରମ, ସବୁ ରବିବାର ହେବ ଆୟୋଜନ

ପୁରୀ : ପୁରୀ ବେଳାଭୂମିରେ ବିଚ୍‌ କନେକ୍ଟ କାର୍ଯ୍ୟକ୍ରମ, ସବୁ ରବିବାର ହେବ ଆୟୋଜନ ।   ଆଜିଠାରୁ ସଂଯୋଗ ସ୍ବର୍ଣ୍ଣାଭ ବେଳାଭୂମି କାର୍ଯ୍ୟକ୍ରମ ଶୁଭାରମ୍ଭ ହୋଇଛି । ଆଜି ଭୋର ୫ଟା ୩୦ରୁ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିବା ବେଳେ ଏହା ୮.୩୦ ଯାଏଁ ଅନୁଷ୍ଠିତ ହୋଇଛି । ପୁରୀ ବେଳାଭୂମିକୁ ସ୍ୱଚ୍ଛ,…

ଭାରତ ଆସୁଛନ୍ତି ବ୍ରିଟେନ ପ୍ରଧାନମନ୍ତ୍ରୀ, ମୁଖ୍ୟ ପ୍ରସଙ୍ଗ ଉପରେ ହେବ ଆଲୋଚନା

ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନ ଆସନ୍ତା ସପ୍ତାହରେ ଭାରତ ଆସୁଛନ୍ତି  । ଏହି ଗସ୍ତ ସମୟରେ ସେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଙ୍କ ସହ ଭେଟ କରିବେ । ଋଷ ଓ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ କ୍ରମରେ ବୋରିସଙ୍କ ଭାରତ ଗସ୍ତକୁ ନେଇ ସବୁଠି ଚର୍ଚ୍ଚା ଜୋର ଧରିଛି । କାରଣ ଗୋଟିଏ…

ରୁଷ-ୟୁକ୍ରେନ୍ ଯୁଦ୍ଧକୁ ନେଇ ଆମେରିକାର ବଡ଼ ବୟାନ: ବର୍ଷ ଶେଷ ଯାଏଁ ଜାରି ରହିବ ଯୁଦ୍ଧ

୫୦ରୁ ଅଧିକ ଦିନ ଧରି ରୁଷ୍ ଓ ୟୁକ୍ରେନ୍ ମଧ୍ୟରେ ଯୁଦ୍ଧ ଜାରି ରହିଛି । ଯୁଦ୍ଧ କେବେ ସରିବ ଓ କିପରି ଶାନ୍ତି ଫେରିବ, ତାକୁ ନେଇ ସମସ୍ତେ ଚିନ୍ତିତ ଅଛନ୍ତି । କିନ୍ତୁ ଏହାରି ଭିତରେ ଆମେରିକାର ଏକ ଆକଳନ ସମଗ୍ର ବିଶ୍ୱ ପାଇଁ ଚିନ୍ତା ବଢ଼ାଇ ଦେଇଛି । ଆମେରିକା ପକ୍ଷରୁ କୁହାଯାଇଛି, ଏହି ଯୁଦ୍ଧ…

ଗଛରେ ପିଟି ହୋଇ ଦୁଇ ବାଇକ୍ ଆରେହୀଙ୍କର ମୃତ୍ୟୁ

ରାୟଗଡ଼ା : ରାୟଗଡ଼ା ରାମନଗୁଡ଼ା ଥାନା ପଣସଗୁଡ଼ାରେ ଦୁର୍ଘଟଣା। ଧାନ ମିଲ୍ ନିକଟରେ ଗଛରେ ପିଟି ହୋଇ ଦୁଇ ବାଇକ୍ ଆରେହୀଙ୍କର ମୃତ୍ୟୁ ହୋଇଯାଇଛି । ଘରକୁ ଫେରୁଥିବା ବେଳେ ଗଛରେ ପିଟି ହୋଇ ଏକ ଖାଲରେ ପଡ଼ିଯାଇଥିଲେ। ସେଠାରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା। ମୃତକ ଦୁଇ ଜଣ ରଞ୍ଜିତ ଶବର ଓ କୁମାର ଶବର…