Latest Odisha News

BREAKING NEWS

ମାନସ ସ୍ୱାଇଁ ହତ୍ୟା ଘଟଣା: ଭଦ୍ରକ ଜେଲରେ ୨ ଅଭିଯୁକ୍ତଙ୍କୁ ୭ ଘଣ୍ଟା ଜେରା କଲା କ୍ରାଇମବ୍ରାଞ୍ଚ୍ ଟିମ୍

ଭଦ୍ରକ  : ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ୱାଇଁ ହତ୍ୟା ମାମଲା । ଆଜି ୩ଜଣିଆ କ୍ରାଇମବ୍ରାଞ୍ଚ ଟିମ୍ ୭ ଘଣ୍ଟା ଧରି ଦୁଇ ଜଣଅଭିଯୁକ୍ତଙ୍କୁ ଜେରା କରିଛି । ଦିନ ୧୧ଟାରେ ଭଦ୍ରକ ସ୍ୱତନ୍ତ୍ର ପକାରାଗାରରେ ପହଁଞ୍ଚିଥିଲା କ୍ରାଇମବ୍ରାଞ୍ଚ୍ ଟିମ୍ । ତା ପରେ ବିବେକ ନାୟକ ଓ ଭାଗ୍ୟଧର…

[ଦେଖନ୍ତୁ ଭିଡିଓ] ଚୈତ୍ର ପୂର୍ଣ୍ଣିମାରୁ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଚନ୍ଦନଯାତ୍ରା ପ୍ରସ୍ତୁତି ଆରମ୍ଭ

 ପୁରୀ :  ଅକ୍ଷୟ ତୃତୀୟା ଠାରୁ ଶ୍ରୀକ୍ଷେତ୍ରରେ ଆରମ୍ଭ ହେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଚନ୍ଦନଯାତ୍ରା। ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ଶ୍ରୀକ୍ଷେତ୍ରର ପଞ୍ଚ ମହାଦେବଙ୍କ ନରେନ୍ଦ୍ର ପୁଷ୍କରିଣୀରେ ୨୧ ଦିନ ବ୍ୟାପି ନୌକା ବିହାର କରିବେ । ସେଥିପାଇଁ ଆଜି ଚୈତ୍ର ପୂର୍ଣ୍ଣିମା ଅବସରରେ…

ବିବାହରେ ସ୍ୱର୍ଗତ ରିଷି କପୁରଙ୍କ ଘଣ୍ଟା ପିନ୍ଧିଥିଲେ ରଣବୀର କପୁର

ମୁମ୍ବାଇ : ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି ବଲିଉଡର ଚର୍ଚ୍ଚିତ ଯୋଡି ରଣବୀର କପୁର ଓ ଆଲିଆ ଭଟ୍ଟ । ବିଳାଶପୂର୍ଣ୍ଣ ନୁହେଁ ବରଂ କମ୍ ଅତିଥିରେ ରଣବୀରଙ୍କ ବାସ ଭବନ ବାସ୍ତୁରେ ରଣବୀର ଓ ଆଲିଆଙ୍କ ବିବାହ ସମ୍ପନ୍ନ ହୋଇଛି । ହେଲେ ସବୁଠୁ ବଡ କଥା ହେଉଛି ରଣବୀର କପୁର ନିଜ ବିବାହରେ ବାପା…

ଚକୋଲେଟ୍ କିଣିବାକୁ ଆସି ଭାରତରେ ବନ୍ଧାହେଲା ବଙ୍ଗଳାଦେଶୀ

ଭୁବନେଶ୍ୱର: ଚକୋଲେଟ୍ ମୋହରେ ଭାରତୀୟ ସୀମାରେ ପ୍ରବେଶ କରିଥିଲା ବଙ୍ଗଳାଦେଶୀ ଯୁବକ । ପାଖରେ ନଥିଲା ସରକାରୀ ଦସ୍ତାବିଜ୍ । ଆବଶ୍ୟକ ମନେ କରୁନଥିଲା ପ୍ରମାଣ କି ଅନୁମତି ପତ୍ର । ଶେଷରେ ଏହି ଖାମ ଖିଆଲ୍ ମନୋଭାବ ହିଁ ସେହି ବଙ୍ଗଳାଦେଶୀ ଯୁବକକୁ ଭାରତରେ ଧରାପକାଇଛି । ବଙ୍ଗଳାଦେଶର ଶାଲଦା…

୩ ଘଣ୍ଟା ଭିତରେ କିଛି ଜିଲ୍ଲାରେ ବିଜୁଳି ଘଡଘଡି ସହ ହୋଇପାରେ ପ୍ରବଳ ବର୍ଷା

ଭୁବନେଶ୍ୱର : ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା  ହୋଇପାରେ । ଗରମରୁ ମିଳିବ ଆଶ୍ୱସ୍ତି । କିଛି ସମୟ ମଧ୍ୟରେ ରାଜ୍ୟର କିଛି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ଥଣ୍ଡା ପବନ ଘଡଘଡି ସହ ବର୍ଷା ହେବ । ଏନେଇ  ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଆଗାମୀ ୩ ଘଣ୍ଟା ମଧ୍ୟରେ…

[ଦେଖନ୍ତୁ ଭିଡିଓ] ପାଣି ଅଭାବରୁ ଉଜୁଡିବ ଫସଲ ,ଚିନ୍ତାରେ ଚାଷୀ କୁଳ

ନୂଆପଡ଼ା : ମିଳୁନି ପାଣି। ଉଜୁଡିବାକୁ ବସିଛି ଫସଲ। କେନାଲରୁ ପାଣି ଆସୁନଥିବା ବେଳେ ଚାଷୀର ଚାଷ ଜମି ଫାଟି ଆଁ କରିଛି । ଏହିଭଳି ଅଭିଯୋଗ ଆସିଛି ନୂଆପଡ଼ାରୁ। ଫସଲ ଅମଳ ହେବାକୁ ବସିଥିବା ବେଳେ ଉପଯୁକ୍ତ ପାଣି ନମିଳିବାରୁ ମୁଣ୍ଡରେ ହାତ ଦେଇ ବସିଛି ଚାଷୀ। ସମସ୍ୟା ନେଇ ବହୁବାର ଜଣାଯାଇଥିଲେ ବି…

ଲିିଙ୍ଗିପୁର ଏସବିଆଇ ଏଟିଏମ୍ ଲୁଟ ଘଟଣାରେ ବଙ୍ଗଳାଦେଶ ଲିଙ୍କ୍, ୨ଅଭିଯୁକ୍ତ ଗିରଫ

ଭୁବନେଶ୍ୱର : ଭୁବନେଶ୍ୱର ନିକଟସ୍ଥ ଶିଶୁପାଳଗଡ ଲିଙ୍ଗିପୁର ଏଟିଏମ୍ ଲୁଟ ଘଟଣାରେ ପର୍ଦ୍ଦାଫାସ ।ଏହି ଲୁଟ ଘଟଣାରେ ବଙ୍ଗଳାଦେଶ ଲିଙ୍କ ଥିବା ସନ୍ଦେହ କରାଯାଉଛି । ଦୁଇ ଜଣ ଲୁଟେରାଙ୍କୁ ଧରିଛି କମିଶନରେଟ ପୋଲିସ ସ୍ପେଶାଲ ସ୍କାର୍ଡ ।ଅଭିଯୁକ୍ତ ଦୁଇ ଜଣ ହେଉଛନ୍ତି ବାଲାଂଦେଶର ଖୋକନ ମୁଲ୍ଲା ଏବଂ…

ପଣ୍ୟବାହୀ ଜାହାଜରେ ଥିଲା ୭୫୦ ଟନ୍ ଡିଜେଲ୍‌, ମଝି ସମୁଦ୍ରରେ ବୁଡିଗଲା

ଭୁବନେଶ୍ୱର: ପରିବେଶ ବିପର୍ଯ୍ୟର ଜ୍ୱଳନ୍ତ ଉଦାହରଣ । ଏକ ପଣ୍ୟବାହୀ ଜାହାଜରେ ରପ୍ତାନୀ ହେଉଥିଲା ୭୫୦ ଟନ୍ ଡିଜେଲ୍ । ହେଲେ ଆଜି ମଝି ସମୁଦ୍ରରେ ଜାହାଜଟି ବୁଡିଯିବା ପରେ ପରିବେଶବିତ୍ ଚିନ୍ତାରେ ପଡିଛନ୍ତି । ଜେଲୋ ନାମକ ଏକ ଜାହାଜ ଡିଜେଲ୍ ଧରି ଇଜିପ୍ଟରୁ ମାଲଟା ଅଭିମୁଖେ ବାହାରିଥିଲା ।…

ବକ୍ସ ଅଫିସରେ ରେକର୍ଡ ଭାଙ୍ଗିଲା ‘’କେଜିଏଫ୍‌ ୨”, ଦୁଇ ଦିନରେ ୧୦୦ କୋଟି କଲେକ୍ସନ

ମୁମ୍ବାଇ : ବକ୍ସ ଅଫିସରେ ଏବେ ଧମାଲ କରୁଛି 'କେଜିଏଫ୍ -୨' ଫିଲ୍ମ । ରିଲିଜି ହେବା ଦିନଠାରୁ ବଲିଉଡ ଓ ସାଉଥର ବଡ ବଡ ମୁଭିକୁ ପଛରେ ପକାଇ ସାରଲାଣି 'କେଜିଏଫ୍ ୨' । ୟଶରାଜଙ୍କ ଫିଲ୍ମ 'କେଜିଏଫ୨' ପ୍ରଥମ ଦିନରେ ୫୪ କୋଟି ଟଙ୍କା ବ୍ୟବସାୟ କରିଥିବା ବେଳ ଦ୍ୱିତୀୟ ଦିନରେ ବି କମାଲ କରୁଛି…

ଜାଲ୍ ସାର୍ଟିଫିକେଟ୍ ବିବାଦ : ମନ୍ତ୍ରୀ ଅରୁଣ ସାହୁଙ୍କ ବାସଭବନ ଉପରକୁ ଟମାଟୋ ମାଡ଼

 ଭୁବନେଶ୍ୱର : ମନ୍ତ୍ରୀ ଅରୁଣ ସାହୁଙ୍କ ଘର ଉପରକୁ ଟମାଟୋ ମାଡ଼, ଇସ୍ତଫା ଦାବି କଲା ଛାତ୍ର କଂଗ୍ରେସ । ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁଙ୍କ ଭୁବନେଶ୍ୱର ବାସଭବନ ଉପରକୁ ଟମାଟୋ ମାଡ଼ । ମନ୍ତ୍ରୀଙ୍କ ବାସଭବନ ଘେରାଉ ବେଳେ ଟମାଟୋ ମାଡ଼ କରିଛି ଛାତ୍ର କଂଗ୍ରେସ। ମନ୍ତ୍ରୀଙ୍କ ବିରୋଧରେ…