Latest Odisha News

BREAKING NEWS

ଭିଜିଲାନ୍ସ ଜାଲରେ ସେକ୍ସନ ଅଫିସର, ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରାପଡିଲେ

ଭଦ୍ରକ : ଭିଜିଲାନ୍ସ ଜାଲରେ ସେକ୍ସନ ଅଫିସର । ନଗଦ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ରାସ୍ତା ମଝିରେ ସେକ୍ସନ ଅଫିସରଙ୍କୁ ମାଡି ବସିଲା ଭିଜିଲାନ୍ସ । ଭଦ୍ରକ ଧୂସୁରୀ ସଆଁଁଳପୁର ସ୍ଥିତ ଆଇ ଜି ଏମ କଲେଜରେ ସେକ୍ସନ ଅଫିସର ଭିଜିଲାନ୍ସ ପଞ୍ଝାରେ ପଡିଛନ୍ତି । ତାଙ୍କଠାରୁ ୧୦ ହଜାର ଟଙ୍କା…

ଜୋମାଟୋ ବୟ ପାଇଁ ଫଣ୍ଡ ଯୋଗାଡ କରି ବାଇକ କିଣାଇଲେ ରାଜସ୍ଥାନର ଆଦିତ୍ୟ

ଭିଲାୱାଡା: ରାଜସ୍ଥାନର ଭିଲାୱାଡାର ୧୮ ବର୍ଷୀୟ ଆଦିତ୍ୟ ଶର୍ମା ଜୋମାଟୋରେ କୋଲ୍ଡ ଡ୍ରିଙ୍କସ ଅର୍ଡର ଦେଇଥିଲେ । ଏହାର ଡେଲିଭର ବୟ ପ୍ରଚଣ୍ଡ ଖରା (୪୨ ଡିଗୀ)ରେ ସାଇକେଲ ଚଲାଇ ଏହାକୁ ଆଣି ଦେଇଥିଲା । ଏହା ଦେଖି ଆଦିତ୍ୟଙ୍କ ମନ ତରଳିଗଲା । ସେ ଡେଲିଭର ବୟ ସହ କଥା ହେବାକୁ ଜାଣିପାରିଲା ଯେ, ସେ…

ଉନ୍ନତ ନିରାପଦ ରୋଗୀସେବା ପାଇଁ ଜାତୀୟ ସ୍ତରରେ ସମ୍ମାନୀତ ହେଲା ଏମ୍‌ସର ସିଏସଏସଡି ୟୁନିଟ୍

ଭୁବନେଶ୍ୱର : ଉନ୍ନତ ନିରାପଦ ରୋଗୀ ସେବା ପାଇଁ ଭୁବନେଶ୍ୱର ଏମସକୁ ସମ୍ମାନ ଜନକ ସ୍ୱାସ୍ଥ୍ୟ ଉତ୍କର୍ଷ ପୁରଷ୍କାର । ଉନ୍ନତ ନିରାପଦ ରୋଗୀ ସେବା ପାଇଁ ଏମ୍‌ସ ଭୁବନେଶ୍ୱରକୁ ସମ୍ମାନଜନକ ସ୍ୱାସ୍ଥ୍ୟ ଉତ୍କର୍ଷ ପୁରସ୍କାର ପ୍ରଦାନ କରାଯାଇଛି। କେରଳର କୋଚିରେ ଅନୁଷ୍ଠିତ ସ୍ୱୀକୃତିପ୍ରାପ୍ତ…

ଅଭିଜିତ ଆତ୍ମହତ୍ୟା ମାମଲା :୪ ସପ୍ତାହ ମଧ୍ୟରେ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଅନୁଗୁଳ ଏସପିଙ୍କୁ ହାଇକୋର୍ଟଙ୍କ…

ଅନୁଗୁଳ : ଅନୁଗୁଳ ଅଭିଜିତ ପଟ୍ଟନାୟକ ଆତ୍ମହତ୍ୟା ମାମଲା । ଏହି ମାମଲାର ୪ ସପ୍ତାହ ମଧ୍ୟରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଅନୁଗୁଳ ଏସପିଙ୍କୁ ଓଡିଶା ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।ସୂଚନାଅନୁସାରେ ଫେବୃଆରୀ ୧୪ ତାରିଖ ଦିନ ଅଭିଜିତ ପଟ୍ଟନାୟକ(୨୮) ଆତ୍ମହତ୍ୟା କରିଥିଲେ ।…

ଶ୍ରୀମନ୍ଦିର ଐତିହ୍ୟ କରିଡର ବେଆଇନ ନିର୍ମାଣ; ଫୌଜଦାରୀ ମାମଲା ପାଇଁ କୋର୍ଟରେ ଆବେଦନ କଲା ଜିଲ୍ଲା ଓକିଲ ସଂଘ

ପୁରୀ: ଶ୍ରୀମନ୍ଦିର ଐତିହ୍ୟ ପରିକ୍ରମା ମାର୍ଗରେ ଖନନ ଓ ବେଆଇନ ନିର୍ମାଣ ବିରୋଧରେ ପୁରୀ ଜିଲ୍ଲା ଓକିଲ ସଂଘ ଏସଡିଜେଏମ(ସବ୍-ଡିଭିଜନାଲ ଜୁଡିସିଆଲ ମାଜିଷ୍ଟ୍ରେଟ)ଙ୍କ ଅଦାଲତରେ ଆଜି ଏକ ମାମଲା ରୁଜୁ କରିବାକୁ ଆବେଦନ କରିଛି । ନିର୍ମାଣକାରୀ ସଂସ୍ଥା ଟାଟା, ଓବିସିସି ଓ ପୁରୀ ଜିଲ୍ଲାପାଳଙ୍କ…

ରାଜଧାନୀ ପ୍ରତିଷ୍ଠା ଦିବସକୁ କାହିଁକି ଡକାଗଲାନି, ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ଜବାବ ମାଗିଲେ ସାଂସଦ ଅପରାଜିତା…

ଭୁବନେଶ୍ୱର : ରାଜଧାନୀ ପ୍ରତିଷ୍ଠା ଦିବସ ସମାରୋହରେ ଅପରାଜିତାଙ୍କୁ ନଡକାଯିବା ଘଟଣା ନେଇ ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି । ଅପରାଜିତା ଭୁବନେଶ୍ୱର ସାଂସଦ ହୋଇଥିବା ବେଳେ ତାଙ୍କୁ କାହିଁକି ଡକାଗଲା ନାହିଁ ବୋଲି…

ବୃହସ୍ପତି ଚଳନ

ଶ୍ରୀପତି ଆଚାର୍ଯ୍ୟ ବୃହସ୍ପତି ଚଳନ - ଏକ ବୃହତ ମହାଜାଗତିକ ପରିବର୍ତ୍ତନ, ତା୧୩.୦୪.୨୦୨୨ ରାତ୍ର ୧ଟା ୪୬ମି ଠାରେ ବୃହସ୍ପତି କୁମ୍ଭ ରାଶିରୁ ପୂର୍ବଭାଦ୍ର ନକ୍ଷତ୍ର ମୀନ ରାଶିକୁ ସ୍ବଚାର ଗମନ କରିବେ । ଏହି ସମୟରେ ଜୀବଜଗତ ସହିତ ମାନବ ଜୀବନରେ ଅନେକ ପ୍ରଭାବ ପରିଲିକ୍ଷିତ ହେବ ॥…

[ଦେଖନ୍ତୁ ଭିଡିଓ] ପାରମ୍ପରିକ ସାହିଯାତର ତୃତୀୟ ଦିବସ ଏକାଦଶୀ ତିଥିରେ ସୀତାବିବାହ

ପୁରୀ:  ଶ୍ରୀରାମ ନବମୀ ଠାରୁ ଶ୍ରୀକ୍ଷେତ୍ରରେ ପାରମ୍ପରିକ ସାହିଯାତ ଆରମ୍ଭ ହୋଇଛି । ଶ୍ରୀମନ୍ଦିର ରୀତିନୀତି ସହ ଜଡିତ ସାହିଯାତର ତୃତୀୟ ଦିବସ ଏକାଦଶୀ ତିଥିରେ ସୀତାବିବାହ ପ୍ରସ୍ତାବ ଓ ପର୍ଶୁରାମ ଅନୁଷ୍ଠିତ ହୋଇଯାଇଛି । ହରଚଣ୍ଡୀ ସାହି ଆଖେଡା ପକ୍ଷରୁ ଏହି ଚରିତ୍ର ଗୁଡିକ ପରିବେଷଣ…

ମାନସ ସ୍ୱାଇଁ ହତ୍ୟା ମାମଲାରେ ପ୍ରତ୍ୟକ୍ଷଦର୍ଶୀଙ୍କ ବୟାନ ରେକର୍ଡ ସହ ଅଭିଯୁକ୍ତଙ୍କ ଟି ଆଇ ପ୍ୟାରେଡ ହେବ :…

ଭୁବନେଶ୍ୱର : ବହୁଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ୱାଇଁ ହତ୍ୟାକାଣ୍ଡ ମାମଲା ଦିନକୁ ଦିନ ଭିନ୍ନ ମୋଡ ନେଉଛି । ଏହି ଘଟଣାରେ କ୍ରାଇମବ୍ରାଞ୍ଚ ଟିମ୍ ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା ଓ ଝୁନାଙ୍କୁ ପଚରାଉଚରା ଜାରି ରଖିଛି । ହେଲେ ଏବେ ପୁଣି ଏହି ଘଟଣାରେ ପ୍ରତ୍ୟକ୍ଷଦର୍ଶୀଙ୍କ ବୟାନ ରେକର୍ଡ…

ଅସିତ ମହାନ୍ତିଙ୍କୁ ପଣ୍ଡିତ ନୀଳମଣି ସ୍ମୃତି ସମ୍ମାନ ପ୍ରଦାନ

ଭୁବନେଶ୍ୱର : ପ୍ରଖ୍ୟାତ ଲେଖକ, ଅନୁବାଦକ ତଥା ପୋଥିନାଥ ଭାବେ ପରିଚିତ ପଣ୍ଡିତ ନୀଳମଣି ମିଶ୍ରଙ୍କ ୯୩ ତମ ଜୟନ୍ତୀ କେଦାରନାଥ ଗବେଷଣା ପ୍ରତିଷ୍ଠାନ ପରିସରରେ ପାଳିତ ହୋଇଯାଇଛି। ଏହି ଅବସରରେ ବିଶିଷ୍ଟ ଅନୁବାଦକ ଅସିତ ମହାନ୍ତିଙ୍କୁ 'ପଣ୍ଡିତ ନୀଳମଣି ସ୍ମୃତି ସମ୍ମାନ' ପ୍ରଦାନ କରାଯାଇଥିଲା।…