Latest Odisha News

BREAKING NEWS

ଜଣେ ୧୪ ବର୍ଷର ନାବାଳକ ସମେତ ରାଜ୍ୟରୁ କରୋନା ନେଲା ଆଉ ୧୮ ଜୀବନ

ଭୁବନେଶ୍ୱର: ରାଜ୍ୟରେ ସଂକ୍ରମଣ କମୁଛି । କରୋନା ଜନିତ ମୃତ୍ୟୁସଂଖ୍ୟା ବଢୁଛି । ରାଜ୍ୟରୁ କରୋନା ଆଉ ୧୮ ଜଣଙ୍କର ଜୀବନ ନେଇଛି । ଅଡିଟ୍ ପ୍ରୋସେସରେ କରୋନାରେ ସେମାନେ ମୃତ୍ୟୁବରଣ କରିଥିବା ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ । ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୮ ଜଣଙ୍କର ମୃତ୍ୟୁ…

ବ୍ରାହ୍ମଣୀ ନଦୀ ଭିତରେ ଖସି ପଡ଼ିଲା ଟ୍ରେଲର

କାମାକ୍ଷାନଗର: ବ୍ରାହ୍ମଣୀ ନଦୀ ବ୍ରିଜ୍ ଉପରୁ ଖସିଲା ଟ୍ରେଲର । ଭାରସାମ୍ୟ ହରାଇ ନଦୀ ଭିତରେ ଖସି ପଡ଼ିଲା । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଉ ଜଣେ ଗୁରୁତର ହୋଇଛନ୍ତି । ଆହତଙ୍କୁ ଉଦ୍ଧାର କରି କଟକ ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଛି । ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର…

ରାଜ୍ୟରେ ତଳମୁହାଁ କରୋନା ସଂକ୍ରମଣ, ଅଧା ଓଡ଼ିଶାରେ ଦୁଇ ଅଙ୍କ ତଳେ ନୂଆ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ତଳକୁ ତଳକୁ ଖସୁଛି ଦୈନିକ କରୋନା ସଂକ୍ରମଣ । ହଜାରେ ତଳେ ରହିଛି ନୂଆ ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୫୩୪ ଆକ୍ରାନ୍ତ । କ୍ୱାରେଣ୍ଟିନରୁ ୩୧୦ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୨୨୪ । ୧୮ ବର୍ଷ ଭିତରେ ଆଉ ୧୪୭ ଜଣ ପଜିଟିଭ୍ ବାହାରିଛନ୍ତି ।…

ଆଜି ଶ୍ରୀଜିଉଙ୍କୁ ଦର୍ଶନ କରିବେ ରାଷ୍ଟ୍ରପତି, ୨ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ: ଆଜି ଓଡ଼ିଶା ଗସ୍ତରେ ଆସି ପୁରୀ ଯିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଅପରାହ୍ଣ ୨ଟା ୪୫ ମିନିଟରେ ସେ ପହଞ୍ଚିବେ । ତାଙ୍କୁ ବିମାନବନ୍ଦରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ୱାଗତ କରିବେ । ଏହାପରେ ସେ ଯିବେ ପୁରୀ । ଅପରାହ୍ଣ ୩ଟା ୫୦…

ଧାରାବାହିକ ଉପନ୍ୟାସ : ଚୋରାବାଲି (୧୪)

ସ୍ୱର୍ଣ୍ଣଲତା ମହାପାତ୍ରଙ୍କ ଧାରାବାହିକ ଉପନ୍ୟାସ ‘ଚୋରାବାଲି’ ଭାଗ : ୧୪ ସେଇ ତ ମଣିଷର ମସ୍ତିଷ୍କ ଏତେ ସେନ୍ସିଟିଭ୍ ଯେ, ସାମାନ୍ୟ ଭାବନାଟା ବି, ତା ସାରା ଜୀବନକୁ ଧୂଳିସାତ କରିଦେଇ ପାରେ । ସନ୍ଦେହର ବୀଜଟିଏ ସ୍ଥାନ ପାଇଲା ମାତ୍ରେ, ମହାଦୃମଟିଏ ହେବାକୁ ତା’କୁ କେହି ଅଟକାଇ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୮୮ ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ।ପରଂବ୍ରହ୍ମ ଶ୍ରୀଜଗନ୍ନାଥ ଆଦି ପରମ ପୁରୁଷ ପରମାତ୍ମା ନିଜ ଯୋଗମାୟାଙ୍କୁ ଶକ୍ତି ସ୍ୱରୂପ ବା ପ୍ରକୃତି ସ୍ୱରୂପରେ ନିଜ ସତ୍ତାରେ ଧାରଣ କରି ଥିବାରୁ ସୃଷ୍ଟି ସର୍ଜନା କରିବା ପାଇଁ ସ୍ୱଇଚ୍ଛା…

ପୋଲିସ୍ ଗାଡ଼ି ଦୁର୍ଘଟଣା: ୩ ମୃତ, ୩୦ ଆହତ

ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲାରେ ଏକ ଅଭାବନୀୟ ଘଟଣା ଘଟିଛି । ପୋଲିସ ଗାଡ଼ି ଦୁର୍ଘଟଣା ଘଟି ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩୦ ଜଣ ଗରୁତର ହୋଇଥିବା ଜଣାପଡ଼ିଛି । ସୂଚନା ମୁତାବକ, ନବରଙ୍ଗପୁର ଠାରୁ ନିର୍ବାଚନ ପାଇଁ ଏକ ପୋଲିସ ଭେନ ୪୫ ଜଣ ଗ୍ରାମରକ୍ଷୀଙ୍କୁ ନେଇ କୋଷାଗୁମୁଡ଼ା ଅଭିମୁଖେ…

ମୁଖ୍ୟମନ୍ତ୍ରୀ ସୁସ୍ଥ ଥିବା ଜାଣି ଆମେ ଆନନ୍ଦିତ କିନ୍ତୁ ଗୁଜବ ପଛର ରହସ୍ୟ କ’ଣ?

ଭୁବନେଶ୍ୱର: କିଛି ଦିନର ଅଜ୍ଞାତବାସ ପରେ ମୁଖ୍ୟମନ୍ତ୍ରୀ ଆଜି ପଦାକୁ ଆସିଲେ, ଲିଙ୍ଗରାଜଙ୍କୁ ଦର୍ଶନ କଲେ ଓ ଗଣମାଧ୍ୟମ ସାମ୍ନାରେ ନିଜେ ସୁସ୍ଥ ଅଛନ୍ତି ବୋଲି କହିଲେ । ସେ ସୁସ୍ଥ ଅଛନ୍ତି ଜାଣି ଆମେ ଖୁସି ଏବଂ ସୁସ୍ଥ ରହନ୍ତୁ ବୋଲି ଆମର ଲିଙ୍ଗରାଜଙ୍କ ପାଖରେ ପ୍ରାର୍ଥନା । କିନ୍ତୁ ନିଜେ…

[ଦେଖନ୍ତୁ ଭିଡିଓ] ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଦ୍ବିତୀୟ ପର୍ଯ୍ୟାୟ ମତଦାନ ଶେଷ

ରାୟଗଡା: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଦ୍ବିତୀୟ ପର୍ଯ୍ୟାୟ । ରାୟଗଡା ଜିଲ୍ଲାର ଦୁଇଟି ବ୍ଲକରେ ନିର୍ବାଚନ ଅନୁଷ୍ଠିତ ହୋଇଛି । ୩୮୭ ଟି ବୁଥରେ ଭୋଟର ନିଜର ମତଦାନ କରିଛନ୍ତି । ଅତି ସମ୍ବେଦନଶୀଳ ବୁଥ ନଥିବା ସତ୍ତ୍ୱେ ପୁଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା ।।  ଡ୍ରୋନ…

ଆସନ୍ତା ତିନି ଦିନ ଧରି ଭିଜେଇବ ବର୍ଷା

ଭୁବନେଶ୍ୱର: ଆସନ୍ତା ୩ ଦିନ ଧରି ରାଜ୍ୟର କେତେକ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ କନ୍ଧମାଳ, ଢେଙ୍କାନାଳ, ନୟାଗଡ଼, ଗଜପତି, କଟକ, ଗଞ୍ଜାମ ଜିଲ୍ଲାର କେତେକ ସ୍ଥାନରେ ହାଲୁକା ବର୍ଷା…