Latest Odisha News

BREAKING NEWS

[ଦେଖନ୍ତୁ ଭିଡିଓ] ସଙ୍ଗୀତ ଜଗତର ଶୂନ୍ୟ ସ୍ଥାନ …ଅଲବିଦା ବାପି ଦା’

ମୁମ୍ୱାଇ: ଲିଭିଗଲା ସଙ୍ଗୀତ ଜଗତର ଆଉ ଏକ ଦୀପ ଶିଖା। ଶୁଣିବାକୁ ମିଳିବନି ତାଙ୍କର ମତୁଆଲା କରିଦେଉଥିବା ସଙ୍ଗୀତର ଧୂନ୍ । ସବୁଦିନ ପାଇଁ ଚାଲିଯାଇଛନ୍ତି ସଙ୍ଗୀତ ଜଗତର ଏହି ମହାନ୍ କିମ୍ବଦନ୍ତୀ ଗାୟକ ଗୋଲଡେନ୍ ମ୍ୟାନ୍ ବାପି ଦା’ ଓରଫ ବାପି ଲାହିରି।କିଛି ଦିନ ତଳେ ସୁର ସାମ୍ରାଜ୍ଞୀ ଲତାଙ୍କ…

କେଜ୍ରିୱାଲଙ୍କୁ ଖଲିସ୍ତାନୀ ସମର୍ଥକ କହିଲେ କୁମାର ବିଶ୍ୱାସ

ଚଣ୍ଡୀଗଡ: ଆମ ଆଦମୀ ପାର୍ଟିର ପୂର୍ବତନ ନେତା ତଥା କବି କୁମାର ବିଶ୍ୱାସ ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ ଚାଂଚଲ୍ୟକର ବୟାନ ଦେଇଛନ୍ତି । ସେ କହିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆପ ମୁଖ୍ୟ ଅରବିନ୍ଦ କେଜ୍ରିୱାଲ ଖଲିସ୍ତାନଙ୍କ ବଡ ସମର୍ଥକ ଅଟନ୍ତି । କ୍ଷମତା ହାସଲ ପାଇଁ ସେ ସବୁ…

ଗିରଫ ହେଲେ ଏଏସପି ତ୍ରିନାଥ ମିଶ୍ର, ପତ୍ନୀଙ୍କ ନାଁରେ ମାମଲା ରୁଜୁ

ଭୁବନେଶ୍ୱର: ବନ୍ଧା ହେଲେ ପୋଲିସ କମ୍ୟୁନିକେସନର ଅତିରିକ୍ତ ଏସପି ତ୍ରିନାଥ ମିଶ୍ର । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଗିରଫ କରିଛି ଭିଜିଲାନ୍ସ । ଏହା ସହିତ ତାଙ୍କ ପତ୍ନୀଙ୍କ ନାଁରେ ମଧ୍ୟ ମାମଲା ରୁଜୁ କରିଛି ଭିଜିଲାନ୍ସ । ଭିଜିଲାନ୍ସ ସୂଚନା ଅନୁସାରେ, ତ୍ରିନାଥ…

ଶ୍ରେୟାଶ ହେଲେ କେକେଆର ଅଧିନାୟକ

କୋଲକାତା: ଆଗାମର ଆଇପିଏଲ ପାଇଁ କୋଲକାତା ନାଇଟ ରାଇଡର୍ସ ଶ୍ରେୟାଶ ଆୟାରଙ୍କୁ ଦଳର ଅଧିନାୟକ ଭାବେ ନିଯୁକ୍ତ କରିଛି । ବୁଧବାର ଏ ନେଇ ବିଧିବଦ୍ଧ ଭାବେ ଘୋଷଣା କରାଯାଇଛି । ଆୟାରଙ୍କୁ କୋଲକାତା ୧୨.୨୫ କୋଟି ଟଙ୍କାରେ ଦଳରେ ନେଇଥିଲା । ୨୦୧୯, ୨୦ରେ ସେ ଦିଲ୍ଲୀ କ୍ୟାପିଟାଲ୍ସର ନେତୃତ୍ୱ…

ପରଲୋକରେ ବିଶିଷ୍ଟ କବି ହରପ୍ରସାଦ ପରିଚ୍ଛା ପଟ୍ଟନାୟକ

ଭୁବନେଶ୍ୱର : ପରଲୋକରେ ବିଶିଷ୍ଟ କବି ସମାଲୋଚକ ତଥା ସମ୍ପାଦକ ହରପ୍ରସାଦ ପରିଚ୍ଛା ପଟ୍ଟନାୟକ । ଏକାଧାରରେ ସେ ଜଣେ କବି ଲେଖକ ଓ ସମୀକ୍ଷକ ଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୬୮ ବର୍ଷ ବୟସ ହୋଇଥିଲା । ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଯାଇଛି । ମୃତ୍ୟୁ…

ଶୀତକାଳୀନ ଅଲିମ୍ପିକ୍ସ: ଭାରତର ଅଭିଯାନ ଶେଷ

ବେଜିଂ: ଶୀତକାଳୀନ ଅଲିମ୍ପିକ୍ସରେ ଭାରତର ଅଭିଯାନ ଶେଷ ହୋଇଛି । ଏଥିରେ ଭାରତ ପକ୍ଷରୁ ଅଂଶଗ୍ରହଣ କରିଥିବା ଏକମାତ୍ର ପ୍ରତିଯୋଗୀ ଆରିଫ ଖାଁ ନିରାଶ କରିଛନ୍ତି । ପୁରୁଷ ସ୍ଲାଲମ ଇଭେଂଟରେ ସେ ରେସ ସମ୍ପୂର୍ଣ୍ଣ କରିବାରେ ବିଫଳ ହୋଇଛନ୍ତି । ୮୮ ଜଣ ପ୍ରତିଯୋଗୀଙ୍କ ମଧ୍ୟରୁ ୫୨ଜଣ ରେସ…

ଶେଷ ହେଲା ପ୍ରଥମ ପର୍ଯ୍ୟାୟ ଭୋଟ୍ ଗ୍ରହଣ, ଦିନ ୧ଟା ସୁଦ୍ଧା ୬୦ ପ୍ରତିଶତ ମତଦାନ

ଭୁବନେଶ୍ୱର: ରାଜ୍ୟରେ ସରିଲା ପ୍ରଥମ ପର୍ଯ୍ୟାୟ ନିର୍ବାଚନ । କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଶେଷ ହେଲା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି । ଦିନ ୧ଟା ସୁଦ୍ଧା ୬୦ ପ୍ରତିଶତ ମତଦାନ ସରିଛି । ଏ ନେଇ ରାଜ୍ୟ ନିର୍ବାଚନ କମିଶନ ସୂଚନା ଦେଇଛନ୍ତି । ପ୍ରଥମ…

ରାଜ୍ୟରେ ୨୩ ଜଣ ପ୍ରାର୍ଥଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ପଞ୍ଚାୟତ ନିର୍ବାଚନ ସମୟରେ ୨୩ ଜଣଙ୍କ ମୃତ୍ୟୁ ହୋଇଛି । ଏନେଇ ବୁଧବାର ରାଜ୍ୟ ନିର୍ବାଚନ କମିଶନ ସୂଚନା ଦେଇଛନ୍ତି । ସୂଚନା ଅନୁସାରେ ରାଜ୍ୟରେ ନାମାଙ୍କନ ଦାଖଲରୁ ମତଦାନ ପର୍ଯ୍ୟନ୍ତ ୨୩ ଜଣ ପ୍ରାର୍ଥୀଙ୍କ ମୃତ୍ୟୁ ହୋଇଥିବା ବେଳେ ଏହି ୨୩ଟି ପଦବୀ ପାଇଁ ମତଦାନ ସ୍ଥଗିତ…

ବିଜେପି ବିରୋଧରେ ବିଭିନ୍ନ ଅଭିଯୋଗ ନେଇ ରାଜ୍ୟ ନିର୍ବାଚନ କମିଶନ ଆଗରେ ଫେରାଦ ହେଲା ବିଜେଡି

ଭୁବନେଶ୍ୱର : ବିଜେପି ବିରୋଧରେ ବିଭିନ୍ନ ଅଭିଯୋଗ ନେଇ ରାଜ୍ୟ ନିର୍ବାଚନ ଆଗରେ ଫେରାଦ ହେଲା ବିଜେଡି । ବିଜେପି କର୍ମୀ ଓ ନେତା ମାନେ ବିଜେଡି ନେତା ଓ କର୍ମୀ ମାନଙ୍କୁ ନିର୍ବାଚନ ମଇଦାନରେ ମରଣାତ୍ମକ ଆକ୍ରମଣ କରୁଛନ୍ତି । ଅନେକ ସ୍ଥାନରେ ବିଜେଡି ନେତା ମାନଙ୍କୁ ଧମକ ମଧ୍ୟ ଦିଆଯାଉଛିା…

[ଭିଡିଓ] ମତଦାନ ଖବର ସଂଗ୍ରହ ବେଳେ ୪ ଗଣମାଧ୍ୟମ ପ୍ରତିନିଧିଙ୍କୁ ମାଡ଼ ଅଭିଯୋଗ

ପିପିଲି: ନିର୍ବାଚନ ସମୟରେ ମତଦାନ ଖବର ସଂଗ୍ରହ କରିବାକୁ ଯାଇ ୪ଜଣ ଗଣମାଧ୍ୟମ ପ୍ରତିନିଧି ଆକ୍ରମଣର ଶିକାର ହୋଇଥିବା ଅଭିଯୋଗ ହୋଇଛି । ପୁରୀ ଜିଲ୍ଲା କଣାସ ବ୍ଲକରେ ଘଟିଛି ଏହି ଘଟଣା । ଆକ୍ରମଣର ଶିକାର ହୋଇଥିବା ଗଣମାଧ୍ୟମ ପ୍ରତିନିଧି ହେଲେ ନ୍ୟୁଜ ୧୮ ଓଡ଼ିଆର ରିପୋର୍ଟର ସୁମନ୍ତ ସୁନ୍ଦରାୟ ଓ…