ଫସଲ ନଷ୍ଟ , ଋଣ ନେଲା ଚାଷୀଙ୍କ ଜୀବନ , କ୍ଷତିପୂରଣ ଦାବି କଲେ ପରିବାର
ଯାଜପୁର : ଜୀବନ ନେଇଗଲା ଋଣ ଭାର । ଋଣ ଭାର ସହି ନପାରି ଜୀବନ ହାରିଦେଲେ ଚାଷୀ ।ଯାଜପୁର ଜିଲ୍ଲା ବିଂଝାରପୁରର ଜରି ନାଉବାଙ୍କ ଗାଁରେ ଏପରି ଅଭାବନୀୟ ଘଟଣା ଘଟିଛି ।
ଭାଗଚାଷୀ ନବଘନ ଧଳ ଧାର କରଜ ସୁଝି ନପାରି ବିଷ ପିଇ ଆତ୍ମହତ୍ୟା କରିଥିବା ଅଭିଯୋଗ ଆଣିଛନ୍ତି ପରିବାର ଲୋକ । ଅଦିନିଆ ବର୍ଷା…