[ଦେଖନ୍ତୁ ଭିଡିଓ] ସାଢେ ୪ କୋଟି ଓଡ଼ିଆ ପ୍ରୟାସ କଲେ ସମ୍ଭାବନା ସୃଷ୍ଟି :କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ
ଭୁବନେଶ୍ବର: ଦିନିକିଆ ଓଡିଶା ଗସ୍ତରେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ସମ୍ବାଦିକ ସମ୍ମିଳନୀ ଆରମ୍ଭରୁ ସୁର ସାମ୍ରାଜ୍ଞୀ ଲତା ମଙ୍ଗେସକରଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ ।
ତାପରେ ରେଳ ବଜେଟରେ ଓଡ଼ିଶାକୁ ରେକର୍ଡ ଅନୁଦାନ ନେଇ ସମ୍ବାଦିକ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ…