ବ୍ୟଙ୍ଗ : ଅପରେସନ ସକ୍ସେସଫୁଲ୍ ବଟ୍ ପେସେଣ୍ଟ ଡେଡ୍
ଓଁ ଅଭିଜ୍ଞାନ ସାହୁଙ୍କ ବ୍ୟଙ୍ଗ ସମ୍ଭ...
ରାଜରାସ୍ତା ଚଉଡା ପାଇଁ ଆମ ଗାଁ ମୁଣ୍ଡ ତାରିଣୀ ମନ୍ଦିର ଓ ତା' ସଂଲଗ୍ନ ଚଉତରାକୁ ମାଟିରେ ମିଶେଇ ସରକାର ଏବେ ସେଠାରେ ଏକ ସୁଦୃଶ୍ୟ ଭବ୍ୟ ପଥପ୍ରାନ୍ତ ସୁଲଭ ଶୌଚାଳୟଟିଏ ତିଆରି କରିଛନ୍ତି । ଏହି ଶୌଚାଳୟ ତିଆରି ହେଉଥିବା ସମୟରେ ଅନେକ ଥର…