ଓଡ଼ିଶା ହାଇକୋର୍ଟ ବିଚାରପତି ପାଇଁ ୪ ବରିଷ୍ଠ ଆଇନଜୀବୀଙ୍କ ନାଁ ସୁପାରିଶ
କଟକ: ଓଡ଼ିଶା ହାଇକୋର୍ଟ ପାଇଁ ୪ ନୂଆ ବିଚାରପତିଙ୍କ ନାଁ ସୁପାରିଶ । ସେମାନଙ୍କ ନାଁ ସୁପାରିଶ କରିଛନ୍ତି ସୁପ୍ରିମକୋର୍ଟ କଲେଜିୟମ୍ । ଗତ ୨୯ ତାରିଖରେ କଲେଜିୟମ୍ ବୈଠକରେ ଏନେଇ ନିଷ୍ପତ୍ତି ହୋଇଛି । ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ଲାଗି ୪ ଆଡଭୋକେଟ୍ ମାନଙ୍କ ନାମକୁ…