ଏହି ଜିଲ୍ଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ…
କୋରାପୁଟ: ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଯାହା ଫଳରେ କୋରାପୁଟ ଜିଲ୍ଲା ପ୍ରଶାସନ ସେପ୍ଟେମ୍ବର ୨୮ ପର୍ଯ୍ୟନ୍ତ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରିଛି।
ସେପ୍ଟେମ୍ବର ୨୭ ତାରିଖ ବେଳକୁ ଦକ୍ଷିଣ…