କେବେ ଥମିବ ହାତୀ-ମଣିଷ ଲଢେଇ? ୪ ମାସରେ ୪୫ ମୃତ
ଭୁବନେଶ୍ୱର: ଗତ ସାଢ଼େ ୪ ମାସରେ ହାତୀ-ମଣିଷ ଲଢ଼େଇ ମଧ୍ୟରେ ୪୫ ଜଣ ଲୋକଙ୍କ ଜୀବନ ଯାଇଛି । ଏପରିକି ଏହି ସମୟ ମଧ୍ୟରେ ବିଭିନ୍ନ କାରଣରୁ ୯ଟି ହାତୀଙ୍କ ମୃତ୍ୟୁ ଘଟିଥିବା ବେଳେ ବିଦ୍ୟୁତ୍ ଆଘାତରେ ୭ଟି ହାତୀର ଜୀବନ ଯାଇଥିବା ନେଇ ମଙ୍ଗଳବାର ବିଧାନସଭାର ମୌସୁମୀ ଅଧିବେଶନରେ ଗୃହରେ ଏହି ତଥ୍ୟ…