[ଭିଡ଼ିଓ] କଟକରୁ ଧରାପଡ଼ିଲା ଲକ୍ଷାଧିକ ଟଙ୍କାର ଧଳାଜହର
କଟକ: ମାତିଛନ୍ତି ମାଫିଆ । ଜମୁଛି ନିଶା କାରବାର । ବେଧଡକ ଭାବେ ଦିନ ଦିପହରରେ ନିଶା କାରବାର ହେଉଥିବା ବେଳେ ଏବେ ପୁଣି ପୁଲିସ ହାବୁଡରେ ପଡିଛନ୍ତି କିଛି ନିଶା ବେପାରୀ ।
କଟକରୁ ପୁଣି ଥରେ ଜବତ ହେଲା ଧଳାଜହର । ୧୦୬ ଗ୍ରାମ ବ୍ରାଉନସୁଗର ଜବତ କଲା ଲାଲବାଗ ଥାନା ପୋଲିସ । ଯାହାର…