Latest Odisha News

BREAKING NEWS

କୁଳାଙ୍ଗାର ଉବାଚ : ହୋଲି ବୋଲି

ରଙ୍ଗର ପର୍ବ ହୋଲିରେ ରଙ୍ଗ ଖେଳିବା, ବୋଳିବା, ଢାଳିବା ଓ ଢଳିବା ତ ବାହାନା କେବଳ; ଏଇଦିନରେ ଅନେକ ରଙ୍ଗ ଖେଳିବା ବାହାନାରେ ଅନେକଙ୍କ ଅନେକ ସ୍ଥାନକୁ ସ୍ପର୍ଶ କରିବାକୁ ବିକଳ! ଦଳେ ଅତିଭଦ୍ର ଥାଆନ୍ତି ଯିଏ ରଙ୍ଗ ଦେଖିଲେ ଫଁ ଫଁ ହୁଅନ୍ତି, ଯାଣନ୍ତିନି କଣ ରଙ୍ଗ ଖେଳର ଖୁସି;…

ଆଜି ରଙ୍ଗର ପର୍ବ ହୋଲି : ସବୁଆଡେ ସେଲିବ୍ରେସନ ମାହୋଲ

ଭୁବନେଶ୍ୱର : ଆଜି ହୋଲି । ରଙ୍ଗର ପର୍ବ ହୋଲିକୁ ନେଇ ସବୁଆଡ ଉତ୍ସବ ମୁଖର । ରାଜ୍ୟରେ ମଧ୍ୟ ଚଳିତ ଥର କରୋନା କଟକଣା ହ୍ରାସ ପାଇବା ପରେ ସବୁଆଡେ ଧୁମଧାମରେ ହୋଲି ଉତ୍ସବ ପାଳନ କରାଯାଉଛି । ଛୋଟଠୁ ବଡ ସମସ୍ତେ ରଙ୍ଗର ଉତ୍ସବକୁ ପାଳନ କରୁଛନ୍ତି । ଏହି ହୋଲି ରଙ୍ଗ ଏକ ସାଧାରଣ ରଙ୍ଗ ନୁହେଁ ବରଂ…

ଦେଶରେ ୨୪ଘଣ୍ଟାରେ ୨,୦୭୫ ନୂଆ କରୋନା ସଂକ୍ରମିତ ଚିହ୍ନଟ ,୭୧ ମୃତ

ଦିଲ୍ଲୀ : ଦେଶରେ କରୋନା ସଂକ୍ରମଣ ହ୍ରାସ ପାଉଛି । ଗତ ୨୪ ଘଣ୍ଟାରେ ୨,୦୭୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବଂ ୭୧ ଜଣଙ୍କ ମୃତ୍ୟୁ ହୋଇଯାଇଛି ।କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ରିପୋର୍ଟ ଅନୁସାରେ ଶନିବାର ସକାଳ ୮ଟା ସୁଦ୍ଧା ୨୪ ଘଣ୍ଟା ମଧ୍ୟରେ ମୃତ୍ୟୁ ସଂଖ୍ୟା ବଢିଛି ବୋଲି…

ମହାନଦୀ ପୋଲ ଉପରୁ ଡେଇଁ ଯୁବକ ଗୁରୁତର ,କାରଣ ଅସ୍ପଷ୍ଟ

ସୁୁବର୍ଣ୍ଣପୁର : ସୁୁବର୍ଣ୍ଣପୁର ଜିଲ୍ଲା ବନିକା ମହାନଦୀ ବ୍ରିଜ ଉପରେ ନଦୀକୁ ଡେଇଁ ଜଣେ ଯୁବକ ଗୁରୁତର  ।ଯୁବକ ଜଣକ ବନିକା ଭଣ୍ଡାର ପଞ୍ଚାୟତ ଆମ୍ବପାଲି ଗାଁର ରୋହିତ ସୁନା ବୋଲି ଜଣାପଡିଛି । ସ୍ଥାନୀୟ ଲୋକ ଯୁବକଙ୍କୁ ଦେଖି ତୁରନ୍ତ ବନିକା ଦମକଳ ବାହିନୀକୁ ଖବର ଦେଇଥିଲେ । ଦମକଳ ବାହାନୀ…

ହୋଲି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଜି ରଙ୍ଗର ପର୍ବ ହୋଲି ।ଏନେଇ ପଲ୍ଲିଠୁ ସହର ସବୁ ଉତ୍ସବ ମୁଖର । ହୋଲି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ଟ୍ୱିଟ କରି ରାଜ୍ୟବାସୀଙ୍କୁ ହୋଲିର ଶୁଭେଚ୍ଛା ଜଣାଇଛନ୍ତି । ସେ ଟ୍ୱିଟ କରି ଲେଖିଛନ୍ତି ରଙ୍ଗର ପର୍ବ…

ବଡ଼ ଦୁର୍ଘଟଣା: ଯାତ୍ରୀବାହୀ ବସ ଓଲଟିବାରୁ ୮ ମୃତ, ଅନେକ ହସ୍ପିଟାଲରେ ଭର୍ତ୍ତି

ବେଙ୍ଗାଲୁରୁ: କର୍ଣ୍ଣାଟକର ତୁମକର ଜିଲ୍ଲାରେ ଭୟଙ୍କର ସଡ଼କ ଦୁର୍ଘଟଣା । ଶନିବାର ପବଗଡା ଜିଲ୍ଲାରେ ଏକ ବସ୍ ଯାତ୍ରୀବାହୀ ବସ ଓଲଟି ପଡିଛି। ଏହି ଦୁର୍ଘଟଣାରେ ୮ ଜଣଙ୍କର ମୃତ୍ୟୁ ଘଟିଛି । ଏଥିରେ ୨୦ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ କିଛି ଛାତ୍ର ମଧ୍ୟ ଅଛନ୍ତି। ତୁମକୁର ପୋଲିସ…

ଖରସ୍ରୋତା ନଦୀରେ ୭ ଜଣ ବୁଡି ଯିବା ଘଟଣା : ମିଳିଲା ଆଉ ଜଣଙ୍କ ମୃତ ଦେହ , ୩ ନିଖୋଜ

ଯାଜପୁର  : ଯାଜପୁର ବନ୍ଧମୁଣ୍ଡା ମଙ୍ଗଳାଘାଟରେ ଖରସ୍ରୋତା ନଦୀରେ ଘଟିଥିବା ଅଘଟଣ ।ଆଉ ଜଣେ ଯୁବକଙ୍କ ମୃତ ଦେହ ଆଜି ସକାଳୁ ଉଦ୍ଧାର । ଓଡ୍ରାଫ୍ ଟିମ୍ ସକାଳୁ ସକାଳୁ ଖୋଜାଖୋଜି କରିବା ପରେ କ୍ରିଷ୍ଣା ଜେନା ନାମକ ଜଣେ ଯୁବକଙ୍କ ମୃତ ଦେହ ଉଦ୍ଧାର କରିଛନ୍ତି । ବର୍ତମାନ ମୃତ୍ୟୁ ସଂଖ୍ୟା ୩କୁ…

ଯୁଦ୍ଧ ବେଳେ ଲୋକଙ୍କୁ ସହଯୋଗ କରିବାକୁ ଟ୍ରକ ଷ୍ଟିଅରିଂ ଧରିଲେ ପୂର୍ବତନ ପ୍ରଧାନମନ୍ତ୍ରୀ

ଲଣ୍ଡନ: ବ୍ରିଟେନର ପୂର୍ବତନ ପ୍ରଧାନମନ୍ତ୍ରୀ ଡେଭିଡ କାମେରନଙ୍କର ଏକ ଭିଡିଓ ଏବେ ଇଣ୍ଟରନେଟରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି । ଋଷ-ୟୁକ୍ରେନ ଯୁଦ୍ଧ ମଧ୍ୟରେ କାମରେନ ଶରଣାର୍ଥୀଙ୍କୁ ସହଯୋଗ କରିବା ପାଇଁ ନିଜେ ଟ୍ରକ ଚଳାଇ ପୋଲାଣ୍ଡ ଯାଉଥିବା ଦେଖିବାକୁ ମିଳିଛି । ଶୁକ୍ରବାର ଟ୍ରକ…

ଅଖିଳେଶଙ୍କୁ ଝଟକା ଦେବେ ଓପି ରାଜଭର !

ଲକ୍ଷ୍ନୌ: ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନର ଫଳାଫଳ ପରେ ରାଜ୍ୟରେ ଏକ ବଡ଼ ରାଜନୀତିକ ଓଲଟ ପାଲଟ ହୋଇପାରେ। ୟୁପିର ବିଭିନ୍ନ ମିଡିଆ ଆକଳନ କରୁଛନ୍ତି ଯେ ୟୁପିର ଓପି ରାଜଭାରଙ୍କ ଦଳ ସୁହେଲଦେବ ଭାରତୀୟ ସମାଦ ପାର୍ଟି ଯୋଗୀ କ୍ୟାବିନେଟରେ ସାମିଲ ହେବ । ପୂର୍ବ ଯୋଗୀ ସରକାରରେ ଏହି ଦଳ…

ଚୀନରେ ବର୍ଷକ ପରେ ଦୁଇ ଜଣଙ୍କର କୋଭିଡରେ ମୃତ୍ୟୁ

ବେଜିଂ: ଶନିବାର ଚୀନର ସ୍ୱାସ୍ଥ୍ୟ ବିଭାଗ କହିଛି ଯେ କରୋନା ସଂକ୍ରମଣରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି । ବର୍ଷକ ପରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି ବୋଲି ଜଣାପଡିଛି । ଦୁଇ ମୃତକ ଚୀନରତ୍ତଉତ୍ତର ପୂର୍ବ ଅଂଚଳର । ୨ ମୃତକଙ୍କ ସହ ଚୀନରେ ମୃତ୍ୟୁ ସଂଖ୍ୟା ୪ ହଜାର ୬୩୮ରେ ପହଞ୍ଚିଛି । ସେହିପରି…