ତ୍ରୀସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପୁରୀରେ କଂଗ୍ରେସର ରଣନୀତି ଆରମ୍ଭ
ପୁରୀ : ତ୍ରୀସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ କଂଗ୍ରେସ ରଣନୀତି ପ୍ରସ୍ତୁତ କରିବା ଆରମ୍ଭ କଲାଣି । ପୁରୀ ଇନ୍ଦିରା କଂଗ୍ରେସ ଭବନ ଠାରେ ଜିଲ୍ଲା କଂଗ୍ରେସ ତରଫରୁ ‘ମୁଁ ନୁହେଁ ଆମେ ସଙ୍ଗଠିତ’ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି ।ଆସନ୍ତା ୧୬ ତାରିଖରେ ପୁରୀ ଜିଲ୍ଲାରେ ୫ ଟି ପର୍ଯ୍ୟାୟରେ ଭୋଟଦାନ…